ଆଜିର ଖବର ଓଡ଼ିଶା ସମୁଦ୍ର ଉପକୂଳରେ ସ୍ଥାପନ ହେବ ଭିଡ଼ିଓ କ୍ୟାମେରା-ଆଧାରିତ ସ୍ୱୟଂଚାଳିତ ବେଳାଭୂମି ନିରୀକ୍ଷଣ ବ୍ୟବସ୍ଥା ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ…