ଆଜିର ଖବର ଓମାନରେ ଓଡିଆ ଯୁବକ ମୃତ: ମରଶରୀର ଆଣିବା ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଓମାନରେ ମୃତ ଓଡିଆ ଯୁବକ ଶେଖ ଜାଫର ଉଦ୍ଦିନଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ…