ଆଜିର ଖବର ଭୁବନେଶ୍ବରରେ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଜାଣନ୍ତୁ କେବେ ଏବଂ କେଉଁ ସ୍ଥାନରୁ ଭୁବନେଶ୍ବର: ରବିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାରେ ପ୍ରଚାର କରି ଫେରିଯାଇଛନ୍ତି। ତେବେ ଏହି ଗସ୍ତ ସମୟରେ ସେ ବ୍ରହ୍ମପୁର ଓ ନବରଂଗପୁରରେ ଜନସଭା କରିଛନ୍ତି।…