ଆଜିର ଖବର ଓଡିଶାରେ ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ, ସକାଳ ୯ଟା ସୁଦ୍ଧା ମୋଟ ୬.୯୯ ପ୍ରତିଶତ ମତଦାନ ଭୁବନେଶ୍ବର: ଓଡିଶାରେ ବର୍ତ୍ତମାନ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ। ସକାଳ ସାତଟାରୁ ଆରମ୍ଭ ହୋଇଛି ଏହି ମତଦାନ। ଏଥିରେ ୫ ଗୋଟି ସଂସଦୀୟ କ୍ଷେତ୍ର…