ଆଜିର ଖବର ଭୁବନେଶ୍ବରରେ ଗୃହମନ୍ତ୍ରୀ ଅମିତ ସାହା, ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ଭୁବନେଶ୍ବର: ଦୁଇଦିନିଆ ଓଡିଶା ଗସ୍ତରେ ଆସି ଗତକାଲି ଭୁବନେଶ୍ବରରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ସାହା। ସେ ଗତକାଲି ରାତି 12ଟାରେ ଭୁବନେଶ୍ବରର ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରେ…