ଓଡିଶାରେ ଲୋକସଭା ବାଚସ୍ପତି

ଭୁବନେଶ୍ବର: ଆଜି ଦିନିକିଆ ଓଡିଶା ଗସ୍ତରେ ଆସିଛନ୍ତି ଲୋକସଭା ବାଚସ୍ପତି ଓମ ବିର୍ଲା। ସେ ସକାଳେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧା ରାଜଭବନ ଯାଇଥିଲେ।…