ବିଶେଷ ଖବର ଓଡିଶାରେ ସିଙ୍ଗାପୁର’ର ନିବେଶ ପ୍ରସ୍ତାବ ଗୁଡ଼ିକ କାର୍ଯ୍ୟକାରୀ କରିବା ପାଇଁ ଗଠନ ହେବ SEM ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଆଜି ଭାରତରେ ଅବସ୍ଥାପିତ ସିଙ୍ଗାପୁରର ହାଇକମିଶନର ଶ୍ରୀ ସାଇମନ୍ ୱଙ୍ଗଙ୍କ (Mr Simon Wong)…