ଅନ୍ତରାଷ୍ଟ୍ରୀୟ ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଘରେ ମୋଦି, ଆଉ ଓଡିଶାର ପଟ୍ଟଚିତ୍ରକୁ ନେଇ ଆଲୋଚନା ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡ଼େନମାର୍କରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ଡେନମାର୍କ ପ୍ରଧାନମନ୍ତ୍ରୀ ମେଟ୍ ଫ୍ରେଡିକ୍ସନ ତାଙ୍କୁ ସ୍ବାଗତ କରିଥିଲେ। ସେଠାରୁ ମୋଦି ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ…