ଓଡିଶା ଆସିବେେ ରାହୁଳ

ଭୁବନେଶ୍ବର: କଂଗ୍ରେସ ପାଇଁ ପ୍ରଚାର କରିବାକୁ ଓଡିଶା ଆସିବେ ରାହୁଳ ଗାନ୍ଧୀ। ଆସନ୍ତା 28 ତାରିଖରେ ସେ ଦିନିକିଆ ପ୍ରଚାରରେ ଓଡିଶା ଆସୁଛନ୍ତି ବୋଲି କଂଗ୍ରେସ କହିଛି।…