ଜାତୀୟ ଖବର ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମଥର ପାଇଁ ଆଜି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଶ୍ରୀ ନୀତିନ ନବୀନ।…