ଆଜିର ଖବର ସୋଆ ଛାତ୍ରୀ ଓଜେଏସ୍ ଟପ୍ପର: କୃତ୍ତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ଭୁବନେଶ୍ୱର: ଚଳିତ ବର୍ଷ ଓଡିଶା ନ୍ୟାୟିକ ସେବା (ଓଡିଶା ଜୁଡିସିଆଲ୍ ସର୍ଭିସ୍) ରେ ଟପ୍ପର ହୋଇଥିବା ସୋଆର ଛାତ୍ରୀ ଆଦ୍ୟାଶା ମିଶ୍ରଙ୍କୁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର…