ଓଡିଶା ଡିଜି ପୋଲିସ

କଟକ: ଆଜି ଓଡିଶା ଡିଜିପି ଅଭୟ ତାଙ୍କ ପଦରୁ ଅବସର ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ନୂଆ ଡିଜିପି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ସୁନୀଲ ବଂଶଲ।…