ଆଞ୍ଚଳିକ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ପାଇଁ ଯୋଗ୍ୟ ବିବେଚିତ ହେଲେ ବାଣପୁରର କୃଷ୍ଣା ସୀତାରାମ ଅଗ୍ରୱାଲ ବାଣପୁର: ଓଡିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ୨୦୧୯ -୨୦ ବର୍ଷ ପାଇଁ ଓଡିଶା ନ୍ୟାୟିକ ସେବା(ଓଜେଏସ) ପରୀକ୍ଷାର ଫଳାଫଳ ମଙ୍ଗଳବାର ଦିନ ଅପରାହ୍ନରେ…