ଆଜିର ଖବର ଜବରଦଖଲ ହଟାଇବା ପାଇଁ ନିର୍ଦ୍ଦେଶ ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଭୁବନେଶ୍ୱର: ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଓଡିଶା ରାଜ୍ୟ ଗୃହ ନିର୍ମାଣ ବୋର୍ଡର ସମୀକ୍ଷା କରିଛନ୍ତି।…