Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୦, କଟକରୁ ୧୮, ଖୋର୍ଦ୍ଧାରୁ ୧୫, ମୟୂରଭଞ୍ଜରୁ ୮, କଳାହାଣ୍ଡିରୁ ୭, ଝାରସୁଗୁଡାରୁ ୬, ଅନୁଗୁଳରୁ ୫, ଯାଜପୁରରୁ ୫, ବଲାଙ୍ଗୀରିରୁ ୪, ଜଗତସିଂହପୁରରୁ ୪, ସମ୍ବଲପୁରରୁ ୪, କେନ୍ଦ୍ରାପଡାରୁ ୩, ବାଲେଶ୍ବରରୁ ୨, ଗଞ୍ଜାମରୁ ୨, ନୂଆପଡାରୁ ୨, ରାୟଗଡାରୁ ୨, ବରଗଡରୁ ୧, ଗଜପତିରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୭ ହଜାର ୨୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୩୧୧ କୁ ବୃଦ୍ଧି ହୋଇଛି। ତେବେ ୨୧୨୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା ୨୪ ଘଣ୍ଟାରେ ଗ୍ରୀଷ୍ମ ପ୍ରବାହ ଅଧିକ ଅନୁଭୂତ ହେବ: ୧୬ ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର: ଓଡିଶାରେ ଅସହ୍ୟ ତାତି ଯୋଗୁଁ ଲୋକେ ହନ୍ତସନ୍ତ ହେଉଛନ୍ତି। ଆସନ୍ତା ୨୪ ଘଣ୍ଟାରେ ଗ୍ରୀଷ୍ମ ପ୍ରବାହ ଅଧିକ ଅନୁଭୂତ ହେବ। ପାଣି ପାଗ ବିଭାଗ ପକ୍ଷରୁ ୧୬ ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ଅନୁଗୋଳ, ବାଲେଶ୍ବର, ବଲାଙ୍ଗୀର, ଭଦ୍ରକ, ବୌଦ୍ଧ, କଟକ, ଦେବଗଡ, ଢେଙ୍କାନାଳ, ଯାଜପୁର, କନ୍ଧମାଳ , କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ, ନୂଆପଡା, ସମ୍ବଲପୁର, ସୋନପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ।

ତେବେ ଶୁକ୍ରବାରଠାରୁ ୩ ରୁ ୪ ଡିଗ୍ରୀ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାସହିତ ୨ ତାରିଖରୁ ୫ ତାରିଖ ମଧ୍ୟରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହା ଫଳରେ ତାତିରୁ ସାମାନ୍ୟ ଆଶ୍ବସ୍ଥି ମିଳିବ ବୋଲି ଆଶଙ୍କା କରାଯାଉଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୩୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୩୧ ଜଣ ଚିହ୍ନଟ ହୋଇଥିବା ବେଳେ ୧୬୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୩୧୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୯୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୨୪୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୩୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧାଜିଲ୍ଲାରୁ ୭୦ ଜଣ, ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୩୪ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୦ ଜଣ, କଟକ ଜିଲ୍ଲାରୁ ୨୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୭ ଜଣ, ଝାରସୁଗୁଡା ଜିଲ୍ଲାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୪୩ ଜଣ,କେନ୍ଦ୍ରପଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, କୋରାପୁଟ ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୪୦ ଜଣ, ପୁରୀ ଜିଲ୍ଲାରୁ ୧୨ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩୧ ଜଣ ଏବଂ ଷ୍ଟେଟ ପୁଲରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୫, କଟକରୁ ୨୫, ନୂଆପଡାରୁ ୨୨, ସୁନ୍ଦରଗଡରୁ ୧୨, ମୟୂରଭଞ୍ଜରୁ ୧୧, ଗଞ୍ଜାମରୁ ୬, ବାଲେଶ୍ବରରୁ ୪, ଜଗତସିଂହପୁରରୁ ୪, ଯାଜପୁରରୁ ୪, ରାୟଗଡାରୁ ୪, ଅନୁଗୁଳରୁ ୩, ବରଗଡରୁ ୩, ଦେବଗଡ଼ରୁ ୩, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୨, କୋରାପୁଟରୁ ୨, ପୁରୀରୁ ୨, ସୋନପୁରରୁ ୨, କେନ୍ଦ୍ରାପଡାରୁ ୧, କେନ୍ଦୁଝରରୁ ୧, ନବରଙ୍ଗପୁରରୁ ୧, ସମ୍ବଲପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୭ ହଜାର ୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୯୧୭ କୁ ବୃଦ୍ଧି ହୋଇଛି। ତେବେ ୧୮୫୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୨୯ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨୯ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୪୫୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୭୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୯୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୭୪ ଜଣ ଚିହ୍ନଟ ହୋଇଥିବା ବେଳେ ୧୨୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୯୧୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୯୩୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୦୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୨୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ କଳାହାଣ୍ଡି ଜିଲ୍ଲାରୁ ୫୭ ଜଣ, ଅନୁଗୁଳ ଜିଲ୍ଲାରୁ ୯ ଜଣ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୧୮ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୫ ଜଣ, କେନ୍ଦ୍ରପଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩ ଜଣ, କୋରାପୁଟ ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୭ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ, ନୟାଗଡ ଜିଲ୍ଲାରୁ ୨ ଜଣ, ନୂଆପଡା ଜିଲ୍ଲାରୁ ୩୧ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ ଜଣ, ସୋନପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩୮ ଜଣ ଏବଂ ଷ୍ଟେଟ ପୁଲରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ: ୨୦ ଟି ଜିଲ୍ଲାକୁ ସତର୍କ କରାଇଲେ ସ୍ଵତନ୍ତ୍ର ରିଲିଫ କମିଶନର

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଧୀରେ ଧୀରେ ବଢି ଚାଲିଛି। ତେଣୁ ଏହାକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ଦୁଇ ଦିନ ମଧ୍ୟରେ ଦିନର ତାପମାତ୍ରାରେ ୨ ଡିଗ୍ରୀ ବୃଦ୍ଧି ପାଇବ। ଏହି ଗ୍ରୀଷ୍ମ ପ୍ରବାହକୁ ନେଇ ଆସନ୍ତା ୨ ତାରିଖ ଯାଏଁ ୨୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ବାଲେଶ୍ଵର, ବରଗଡ଼, ବଲାଙ୍ଗୀରି, ଭଦ୍ରକ, ବୌଦ୍ଧ, କଟକ, ଦେବଗଡ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, କଳାହାଣ୍ଡି, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ, ନୂଆପଡା, ସମ୍ବଲପୁର, ସୁନ୍ଦରଗଡ ଏବଂ ସୋନପୁର ଜିଲ୍ଲାଗୁଡିକୁ ସତର୍କ ସୂଚନା ଦିଆଯାଇଛି। ତେବେ ଏହି ସବୁ ପ୍ରଭାବିତ ଜିଲ୍ଲାଗୁଡିକର ଜିଲ୍ଲାପାଳମାନଙ୍କୁ ସ୍ଵତନ୍ତ୍ର ରିଲିଫ କମିଶନର ସତର୍କ କରାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୧୭, ବଲାଙ୍ଗୀରିରୁ ୧୬, ମୟୂରଭଞ୍ଜରୁ ୧୩, ଝାରସୁଗୁଡାରୁ ୧୦, କଟକରୁ ୯, ସୁନ୍ଦରଗଡରୁ ୭, ଭଦ୍ରକରୁ ୬, ପୁରୀରୁ ୫, ଅନୁଗୁଳରୁ ୪, ବାଲେଶ୍ବରରୁ ୪, ଯାଜପୁରରୁ ୪, ନୂଆପଡ଼ାରୁ ୪, ଗଞ୍ଜାମରୁ ୩, ନବରଙ୍ଗପୁରରୁ ୩, ଢେଙ୍କାନାଳରୁ ୨, କେନ୍ଦୁଝରରୁ ୨, ସମ୍ବଲପୁରରୁ ୨, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୯୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୬୨୦ କୁ ବୃଦ୍ଧି ହୋଇଛି। ତେବେ ୧୭୧୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୧୭ ଲକ୍ଷ ଟୀକା ମହଜୁଦ: ଟୀକାଦାନ ପ୍ରକ୍ରିୟାରେ ପଛରେ ଅଛି ୯ ଟି ଜିଲ୍ଲା

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପାଖରେ ଏବେ ୧୭ ଲକ୍ଷ ଟୀକା ମହଜୁଦ ଅଛି। ମୋଟ ୪୦ ଲକ୍ଷ ଟୀକା ଆସିଥିଲା। ସେଥିରୁ ୨୩ ଲକ୍ଷ ଟୀକା ଲୋକଙ୍କୁ ଦିଆଯାଇଛି। ଆସନ୍ତା ୧ ତାରିଖରୁ ଦୈନିକ ୧ ଲକ୍ଷ ଟୀକା ଦିଆଯିବ ବୋଲି ଲକ୍ଷ୍ୟ ରଖାଯାଇଛି। ଏପ୍ରିଲ ୨ ତାରିଖରେ ରାଜ୍ୟକୁ ଆଉ ୯ ଲକ୍ଷ ୮୮ ହଜାର ୨୫୦ ଟୀକା ମିଳିବ। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

କିନ୍ତୁ ରାଜ୍ୟରେ ଏବେ ଟୀକାଦାନ ପ୍ରକ୍ରିୟାରେ ୯ ଟି ଜିଲ୍ଲା ପଛରେ ଅଛି। ଅନୁଗୁଳ, ବରଗଡ, ବଲାଙ୍ଗୀରି, କଳାହାଣ୍ଡି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡା, ସୁନ୍ଦରଗଡ ଏବଂ ସୋନପୁର ଟୀକାଦାନ ପ୍ରକ୍ରିୟାରେ ପଛରେ ଅଛି ବୋଲି ନିର୍ଦ୍ଦେଶକ କହିଛନ୍ତି।

ହେଲେ ଆମ ରାଜ୍ୟର  କରୋନା ଟୀକାକରଣ ପ୍ରକ୍ରିୟା ଭଲ ସ୍ଥିତିରେ ଅଛି। ଅନ୍ୟ ରାଜ୍ୟ ଅପେକ୍ଷା ଟୀକା ନଷ୍ଟ ହେବା ହାରରେ ଓଡିଶା ପଛରେ ଅଛି। ଅନ୍ୟ ରାଜ୍ୟରେ ୧୦% ଟୀକା ନଷ୍ଟ ହେଉଥିବା ବେଳେ ଓଡିଶାରେ ମାତ୍ର ୦.୨% ଟୀକା ନଷ୍ଟ ହେଉଛି ବୋଲି ଶ୍ରୀ ପାଣିଗ୍ରାହୀ ସ୍ପଷ୍ଟ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୯ ଜଣ ଚିହ୍ନଟ ହୋଇଥିବା ବେଳେ ୮୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୬୨୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୮୦୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୮୩୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ବରଗଡ ଜିଲ୍ଲାରୁ ୩୪ ଜଣ, ନୂଆପଡା ଜିଲ୍ଲାରୁ ୨୯ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ ଜଣ, ଅନୁଗୁଳ ଜିଲ୍ଲାରୁ ୧୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୯ ଜଣ, କଟକ ଜିଲ୍ଲାରୁ ୧୬ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧୩ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ ପୁଲରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୨୬, ସୁନ୍ଦରଗଡରୁ ୧୬, ଖୋର୍ଦ୍ଧାରୁ ୧୪, ସମ୍ବଲପୁରରୁ ୧୦, ମୟୂରଭଞ୍ଜରୁ ୮, ନୂଆପଡାରୁ ୬, ଗଞ୍ଜାମରୁ ୫, ବାଲେଶ୍ବରୁ ୪, କୋରାପୁଟରୁ ୪, ଭଦ୍ରକରୁ ୩, ଜଗତସିଂହପୁରରୁ ୩, ଯାଜପୁରରୁ ୩, ପୁରୀରୁ ୩, ବଲାଙ୍ଗୀରିରୁ ୨, ଝାରସୁଗୁଡାରୁ ୨, କେନ୍ଦ୍ରାପଡ଼ାରୁ ୨, ଅନୁଗୁଳରୁ ୧, ବରଗଡରୁ ୧, କଳାହାଣ୍ଡିରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୮୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୪୦୨ କୁ ବୃଦ୍ଧି ହୋଇଛି। ତେବେ ୧୬୧୯ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୦୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୨ ଜଣ ଚିହ୍ନଟ ହୋଇଥିବା ବେଳେ ୮୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୪୦୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୬୯୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୭୩୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୯ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୯ ଟି ଜିଲ୍ଲାରୁ ୨୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ନୂଆପଡା ଜିଲ୍ଲାରୁ ୩୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩ ଜଣ, ଅନୁଗୁଳ ଜିଲ୍ଲାରୁ ୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୮ ଜଣ, ବରଗଡ ଜିଲ୍ଲାରୁ ୨୨, ବଲାଙ୍ଗୀରି ଜିଲ୍ଲାରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ ଜଣ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ ଏବଂ ଷ୍ଟେଟ ପୁଲରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୯୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୭୧ ଜଣ ଚିହ୍ନଟ ହୋଇଥିବା ବେଳେ ୧୧୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୧୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୫୭୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୬୫୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୯ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୨୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୭୧ ଜଣ, ଅନୁଗୁଳ ଜିଲ୍ଲାରୁ ୧୦ ଜଣ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୧୫, ଭଦ୍ରକ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୯ ଜଣ, କଟକ ଜିଲ୍ଲାରୁ ୧୬ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୯ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନୂଆପଡା ଜିଲ୍ଲାରୁ ୪୦ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, ରାୟଗଡା ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ ଜଣ, ସୋନପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୪ ଜଣ ଏବଂ ଷ୍ଟେଟ ପୁଲରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୨୫, ବରଗଡରୁ ୯, ମୟୂରଭଞ୍ଜରୁ ୯, ସୁନ୍ଦରଗଡରୁ ୯, ଯାଜପୁରରୁ ୫, ଝାରସୁଗୁଡାରୁ ୫, ଖୋର୍ଦ୍ଧାରୁ ୫, ଅନୁଗୁଳରୁ ୪, ସମ୍ବଲପୁରରୁ ୪, ଗଞ୍ଜାମରୁ ୩, କଳାହାଣ୍ଡିରୁ ୩, ପୁରିଏଉ ୩, ଦେବଗଡରୁ ୨, ବାଲେଶ୍ବରୁ ୧, ନୂଆପଡାରୁ ୧, ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୫୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ କୁ ବୃଦ୍ଧି ହୋଇଛି। ତେବେ ୧୩୬୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୪ ଜଣ ଚିହ୍ନଟ ହୋଇଥିବା ବେଳେ ୮୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୪୮୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୪୪୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୧ ଟି ଜିଲ୍ଲାରୁ ୨୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୫୧ ଜଣ, ନୂଆପଡା ଜିଲ୍ଲାରୁ ୨୩ ଜଣ, କଟକ ଜିଲ୍ଲାରୁ ୧୯ ଜଣ, ଅନୁଗୁଳ ଜିଲ୍ଲାରୁ ୭ ଜଣ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୨, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ନବରଂଗପୁର ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୫ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧, ସୁନ୍ଦରଗଡ ଜିଲ୍ଲାରୁ ୧୨ ଜଣ ଏବଂ ଷ୍ଟେଟ ପୁଲରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ନୂଆପଡାରୁ ୧୫, ବରଗଡରୁ ୭, ଖୋର୍ଦ୍ଧାରୁ ୭, ସୁନ୍ଦରଗଡରୁ ୭, ବାଲେଶ୍ବରରୁ ୬, କଟକରୁ ୫, ଯାଜପୁରରୁ ୫, ଢେଙ୍କାନାଳରୁ ୩, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୩, ଅନୁଗୁଳରୁ ୨, ଦେବଗଡରୁ ୨, ଜଗତସିଂହପୁରରୁ ୨, କେନ୍ଦ୍ରାପଡାରୁ ୨, ଝାରସୁଗୁଡାରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୪୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୯୪ କୁ ବୃଦ୍ଧି ହୋଇଛି। ତେବେ ୧୨୪୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୩୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୯ ଜଣ ଚିହ୍ନଟ ହୋଇଥିବା ବେଳେ ୯୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୪୦୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୨୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ନୂଆପଡା ଜିଲ୍ଲାରୁ ୩୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨ଜଣ, କଟକ ଜିଲ୍ଲାରୁ ୨୯ ଜଣ, ବରଗଡ ଜିଲ୍ଲାରୁ ୨୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୫ ଜଣ, ଅନୁଗୁଳ ଜିଲ୍ଲାରୁ ୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୮ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୬ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ ଜଣ ଏବଂ ଷ୍ଟେଟ ପୁଲରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୫, ମୟୂରଭଞ୍ଜରୁ ୧୧, ଖୋର୍ଦ୍ଧାରୁ ୮, ବଲାଙ୍ଗୀରିରୁ ୭, ବାଲେଶ୍ବରରୁ ୫, କଟକରୁ ୫, ଅନୁଗୁଳରୁ ୪, ଯାଜପୁରରୁ ୪, ପୁରୀରୁ ୩, ଦେବଗଡ଼ରୁ ୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, କେନ୍ଦୁଝରରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୪୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୪୬୦ କୁ ବୃଦ୍ଧି ହୋଇଛି। ତେବେ ୧୦୦୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୧୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୬ ଜଣ ଚିହ୍ନଟ ହୋଇଥିବା ବେଳେ ୮୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୪୬୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୩୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୧୫୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୨୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୩, ସୁନ୍ଦରଗଡ ଜିଲ୍ଲାରୁ ୨୭ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨୦ ଜଣ, କଟକ ଜିଲ୍ଲାରୁ ୨୦ ଜଣ, ବରଗଡ ଜିଲ୍ଲାରୁ ୧୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ ଜଣ, ଅନୁଗୁଳ ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୫ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଦେଶରେ ୭୭୧ ଟି ନୂଆ ଷ୍ଟ୍ରେନ: ଓଡିଶାରୁ ଚିହ୍ନଟ ହେଲେ ୩ ଜଣ

ନୂଆଦିଲ୍ଲୀ/ଭୁବନେଶ୍ବର: ଓଡିଶାରେ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୩ ଟି ୟୁକେ ଷ୍ଟ୍ରେନ ଚିହ୍ନଟ କରାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଟି ରାଜ୍ୟରୁ ମୋଟ ୭୭୧ ଟି ନୂଆ ଷ୍ଟ୍ରେନ ଚିହ୍ନଟ ହୋଇଛି।

ଏହି ନୂଆ ୭୭୧ ଟି ନୂଆ ଷ୍ଟ୍ରେନ ମଧ୍ୟରୁ ୭୩୬ ଟି ୟୁକେ ଷ୍ଟ୍ରେନ ଚିହ୍ନଟ ହୋଇଥିବା ବେଳେ ୩୪ ଟି ଦକ୍ଷିଣ ଆଫ୍ରିକା ଏବଂ ଗୋଟିଏ ବ୍ରାଜିଲ ଷ୍ଟ୍ରେନ ଚିହ୍ନଟ ହୋଇଛି। ମୋଟ ୭୩୬ ଟି ୟୁକେ ଷ୍ଟ୍ରେନ ମଧ୍ୟରୁ ସର୍ବାଧିକ ୩୩୬ ଟି ପଞ୍ଜାବରୁ ଚିହ୍ନଟ ହୋଇଥିବା ବେଳେ  ଓଡିଶାରୁ ୩ଟି ରହିଛନ୍ତି। ନ୍ୟାସନାଲ ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ନିର୍ଦ୍ଦେଶକ ଏସ.କେ ସିଂହ ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୯୯ ଜଣ ଚିହ୍ନଟ ହୋଇଥିବା ବେଳେ ୭୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୨୪୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୨୬୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୦୦୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ନୂଆପଡା ଜିଲ୍ଲାରୁ ୨୭ ଜଣ, କଟକ ଜିଲ୍ଲାରୁ ୨୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୨ ଜଣ, ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫ ଜଣ, ଦେବଗଡ ଜିଲ୍ଲାରୁ ୨୩ ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୮ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୭ ଜଣ ସୋନପୁର ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ ପୁଲରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।