Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୦୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୨ ଜଣ ଚିହ୍ନଟ ହୋଇଥିବା ବେଳେ ୮୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୪୦୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୬୯୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୭୩୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୯ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୯ ଟି ଜିଲ୍ଲାରୁ ୨୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ନୂଆପଡା ଜିଲ୍ଲାରୁ ୩୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩ ଜଣ, ଅନୁଗୁଳ ଜିଲ୍ଲାରୁ ୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୮ ଜଣ, ବରଗଡ ଜିଲ୍ଲାରୁ ୨୨, ବଲାଙ୍ଗୀରି ଜିଲ୍ଲାରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ ଜଣ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ ଏବଂ ଷ୍ଟେଟ ପୁଲରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୯୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୭୧ ଜଣ ଚିହ୍ନଟ ହୋଇଥିବା ବେଳେ ୧୧୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୧୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୫୭୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୬୫୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୯ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୨୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୭୧ ଜଣ, ଅନୁଗୁଳ ଜିଲ୍ଲାରୁ ୧୦ ଜଣ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୧୫, ଭଦ୍ରକ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୯ ଜଣ, କଟକ ଜିଲ୍ଲାରୁ ୧୬ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୯ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନୂଆପଡା ଜିଲ୍ଲାରୁ ୪୦ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, ରାୟଗଡା ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ ଜଣ, ସୋନପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୪ ଜଣ ଏବଂ ଷ୍ଟେଟ ପୁଲରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୨୫, ବରଗଡରୁ ୯, ମୟୂରଭଞ୍ଜରୁ ୯, ସୁନ୍ଦରଗଡରୁ ୯, ଯାଜପୁରରୁ ୫, ଝାରସୁଗୁଡାରୁ ୫, ଖୋର୍ଦ୍ଧାରୁ ୫, ଅନୁଗୁଳରୁ ୪, ସମ୍ବଲପୁରରୁ ୪, ଗଞ୍ଜାମରୁ ୩, କଳାହାଣ୍ଡିରୁ ୩, ପୁରିଏଉ ୩, ଦେବଗଡରୁ ୨, ବାଲେଶ୍ବରୁ ୧, ନୂଆପଡାରୁ ୧, ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୫୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ କୁ ବୃଦ୍ଧି ହୋଇଛି। ତେବେ ୧୩୬୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୪ ଜଣ ଚିହ୍ନଟ ହୋଇଥିବା ବେଳେ ୮୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୪୮୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୪୪୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୧ ଟି ଜିଲ୍ଲାରୁ ୨୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୫୧ ଜଣ, ନୂଆପଡା ଜିଲ୍ଲାରୁ ୨୩ ଜଣ, କଟକ ଜିଲ୍ଲାରୁ ୧୯ ଜଣ, ଅନୁଗୁଳ ଜିଲ୍ଲାରୁ ୭ ଜଣ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୨, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ନବରଂଗପୁର ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୫ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧, ସୁନ୍ଦରଗଡ ଜିଲ୍ଲାରୁ ୧୨ ଜଣ ଏବଂ ଷ୍ଟେଟ ପୁଲରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ନୂଆପଡାରୁ ୧୫, ବରଗଡରୁ ୭, ଖୋର୍ଦ୍ଧାରୁ ୭, ସୁନ୍ଦରଗଡରୁ ୭, ବାଲେଶ୍ବରରୁ ୬, କଟକରୁ ୫, ଯାଜପୁରରୁ ୫, ଢେଙ୍କାନାଳରୁ ୩, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୩, ଅନୁଗୁଳରୁ ୨, ଦେବଗଡରୁ ୨, ଜଗତସିଂହପୁରରୁ ୨, କେନ୍ଦ୍ରାପଡାରୁ ୨, ଝାରସୁଗୁଡାରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୪୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୯୪ କୁ ବୃଦ୍ଧି ହୋଇଛି। ତେବେ ୧୨୪୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୩୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୯ ଜଣ ଚିହ୍ନଟ ହୋଇଥିବା ବେଳେ ୯୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୪୦୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୨୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ନୂଆପଡା ଜିଲ୍ଲାରୁ ୩୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨ଜଣ, କଟକ ଜିଲ୍ଲାରୁ ୨୯ ଜଣ, ବରଗଡ ଜିଲ୍ଲାରୁ ୨୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୫ ଜଣ, ଅନୁଗୁଳ ଜିଲ୍ଲାରୁ ୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୮ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୬ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ ଜଣ ଏବଂ ଷ୍ଟେଟ ପୁଲରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୫, ମୟୂରଭଞ୍ଜରୁ ୧୧, ଖୋର୍ଦ୍ଧାରୁ ୮, ବଲାଙ୍ଗୀରିରୁ ୭, ବାଲେଶ୍ବରରୁ ୫, କଟକରୁ ୫, ଅନୁଗୁଳରୁ ୪, ଯାଜପୁରରୁ ୪, ପୁରୀରୁ ୩, ଦେବଗଡ଼ରୁ ୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, କେନ୍ଦୁଝରରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୪୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୪୬୦ କୁ ବୃଦ୍ଧି ହୋଇଛି। ତେବେ ୧୦୦୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୧୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୬ ଜଣ ଚିହ୍ନଟ ହୋଇଥିବା ବେଳେ ୮୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୪୬୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୩୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୧୫୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୨୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୩, ସୁନ୍ଦରଗଡ ଜିଲ୍ଲାରୁ ୨୭ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨୦ ଜଣ, କଟକ ଜିଲ୍ଲାରୁ ୨୦ ଜଣ, ବରଗଡ ଜିଲ୍ଲାରୁ ୧୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ ଜଣ, ଅନୁଗୁଳ ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୫ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଦେଶରେ ୭୭୧ ଟି ନୂଆ ଷ୍ଟ୍ରେନ: ଓଡିଶାରୁ ଚିହ୍ନଟ ହେଲେ ୩ ଜଣ

ନୂଆଦିଲ୍ଲୀ/ଭୁବନେଶ୍ବର: ଓଡିଶାରେ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୩ ଟି ୟୁକେ ଷ୍ଟ୍ରେନ ଚିହ୍ନଟ କରାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଟି ରାଜ୍ୟରୁ ମୋଟ ୭୭୧ ଟି ନୂଆ ଷ୍ଟ୍ରେନ ଚିହ୍ନଟ ହୋଇଛି।

ଏହି ନୂଆ ୭୭୧ ଟି ନୂଆ ଷ୍ଟ୍ରେନ ମଧ୍ୟରୁ ୭୩୬ ଟି ୟୁକେ ଷ୍ଟ୍ରେନ ଚିହ୍ନଟ ହୋଇଥିବା ବେଳେ ୩୪ ଟି ଦକ୍ଷିଣ ଆଫ୍ରିକା ଏବଂ ଗୋଟିଏ ବ୍ରାଜିଲ ଷ୍ଟ୍ରେନ ଚିହ୍ନଟ ହୋଇଛି। ମୋଟ ୭୩୬ ଟି ୟୁକେ ଷ୍ଟ୍ରେନ ମଧ୍ୟରୁ ସର୍ବାଧିକ ୩୩୬ ଟି ପଞ୍ଜାବରୁ ଚିହ୍ନଟ ହୋଇଥିବା ବେଳେ  ଓଡିଶାରୁ ୩ଟି ରହିଛନ୍ତି। ନ୍ୟାସନାଲ ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ନିର୍ଦ୍ଦେଶକ ଏସ.କେ ସିଂହ ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୯୯ ଜଣ ଚିହ୍ନଟ ହୋଇଥିବା ବେଳେ ୭୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୨୪୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୨୬୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୦୦୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ନୂଆପଡା ଜିଲ୍ଲାରୁ ୨୭ ଜଣ, କଟକ ଜିଲ୍ଲାରୁ ୨୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୨ ଜଣ, ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫ ଜଣ, ଦେବଗଡ ଜିଲ୍ଲାରୁ ୨୩ ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୮ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୭ ଜଣ ସୋନପୁର ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ ପୁଲରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ବିଶେଷ ଖବର

ଜୀବନଶୈଳୀ ନ ବଦଳିଲେ ଜଳବାୟୁ ପରିବର୍ତ୍ତନ ଯୋଗୁଁ ଘଟିବ ଅନେକ କ୍ଷତି: ସତର୍କ କରାଇଲେ ବିଶେଷଜ୍ଞ

ଭୁବନେଶ୍ୱର: ଜଳବାୟୁ ପରିବର୍ତ୍ତନ ଫଳରେ ମଣିଷ ସମାଜ ଉପରେ ଏହାର ଅନେକ ପ୍ରଭାବ ପଡ଼ିବାକୁ ଆରମ୍ଭ ହୋଇଛି ବୋଲି ବିଶେଷଜ୍ଞମାନେ ଚେତାବନୀ ଦେବା ସହ ତୁରନ୍ତ ଏହାକୁ ରୋକିବା ଦିଗରେ ପଦକ୍ଷେପ ନେବା ଆବଶ୍ୟକ ବୋଲି କହିଛନ୍ତି। ଗ୍ଲୋବାଲ୍ ୱାର୍ମିଂ ଯୋଗୁଁ ସମୁଦ୍ର ପତନର ବୃଦ୍ଧି ହୋଇଛି ଏବଂ ଏଥିପାଇଁ ଓଡ଼ିଶାର ଅନେକ ଉପକୂଳବର୍ତ୍ତୀ ଗ୍ରାମ ଲୋପ ପାଇବାକୁ ବସିଲାଣି।

ସେହିପରି ପାଣିର ଅପବ୍ୟବହାର ମଧ୍ୟ ଭବିଷ୍ୟତରେ ପରିସ୍ଥିତିକୁ ଜଟିଳ କରିବାକୁ ଯାଉଛି ବୋଲି କହିଛନ୍ତି କମ୍ବାଟ୍ କ୍ଲାଇମେଟ୍ ଚେଞ୍ଜ ନେଟୱାର୍କ ଭାରତ ଶାଖାର ଆବାହକ ରଞ୍ଜନ ପଣ୍ଡା। ଓଡ଼ିଶାର କେନ୍ଦ୍ରାପଡା ଜିଲ୍ଲା ଉପକୂଳରେ ଥିବା ସାତଭାୟା ଅଂଚଳର ୭ ଟି ଗ୍ରାମ ସମୁଦ୍ର ପତନ ବୃଦ୍ଧି ଯୋଗୁଁ ଲୋପ ପାଇଯାଇଥିବା ବେଳେ ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ୍‌ର ବହୁ ଗ୍ରାମ ସମାନ ପରିସ୍ଥିତିର ସମ୍ମୁଖୀନ ହୋଇଛି ବୋଲି ଓଡ଼ିଶାର ଜଳମାନବ ଭାବେ ପରିଚିତ ଶ୍ରୀ ପଣ୍ଡା କହିଛନ୍ତି।

ସୋମବାର ବିଶ୍ୱ ଜଳ ଦିବସ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ଇନ୍‌ଷ୍ଟିଚ୍ୟୁଟ ଅଫ୍ କମ୍ପ୍ୟୁଟର ଆଣ୍ଡ ବିଜିନେସ୍ ଷ୍ଟଡିଜ୍ (ଆଇବିସିଏସ୍‌) ପକ୍ଷରୁ ‘ବିଶ୍ୱରେ ଜଳ ସମସ୍ୟା ଓ ଜଳବାୟୁରେ ପରିବର୍ତନ’ ଶୀର୍ଷକ ଆଲୋଚନାରେ ଯୋଗ ଦେଇ ଶ୍ରୀ ପଣ୍ଡା ଏହା କହିଛନ୍ତି। ପ୍ରତ୍ୟେକ ଥର ବାତ୍ୟା ଆସିଲେ ବଙ୍ଗୋପସାଗର ଉପକୂଳ ଅଂଚଳର କେତେକ ସ୍ଥାନକୁ ମାଡି ଆସୁଛି ଏବଂ ଅସ୍ତରଙ୍ଗରେ ମଧ୍ୟ ୫ କିମି ପର୍ଯ୍ୟନ୍ତ ସମୁଦ୍ର ଜଳ ଆସିଯିବା କହିଛନ୍ତି ଗବେଷକ ତଥା ପରିବେଶବିତ୍ ଶ୍ରୀ ପଣ୍ଡା।

ଏହି ଅବସରରେ ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ତଥା ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ଡଃ ଶରତ ଚନ୍ଦ୍ର ସାହୁ, ଉତ୍କଳ ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରୀ (ୟୁସିସିଆଇ) ର ଉପସଭାପତି (ବାଣିଜ୍ୟ), ଆଇବିସିଏସ୍ ଡିନ୍ ପ୍ରଫେସର ଅନୁପ୍ କୁମାର ସାମନ୍ତରାୟ ଏବଂ ଆସୋସିଏଟ୍ ପ୍ରଫେସର ଡଃ ଦୁର୍ଯ୍ୟୋଧନ ଜେନା ପ୍ରମୁଖ ବକ୍ତବ୍ୟ ରଖିଥିଲେ।

କୋଭିଡ ମହାମାରୀକୁ ପ୍ରତିହିତ କରିବା ପାଇଁ ଆମକୁ ବାରମ୍ବାର ହାତ ଧୋଇବାକୁ ଉପଦେଶ ଦିଆଯାଉଥିବା ବେଳେ ପୃଥିବୀର ବହୁ ସଂଖ୍ୟକ ଲୋକ ସେମାନଙ୍କର ଦୈନନ୍ଦିନ ଜୀବନର ଆବଶ୍ୟକତା ପାଇଁ ମଧ୍ୟ ଜଳ ପାଇ ନଥାନ୍ତି। ସ୍ୱଚ୍ଛ ଜଳ ପାଇବାକୁ ହେଲେ ଆମକୁ ଆମର ଜଙ୍ଗଲ ଏବଂ ଗଛକୁ ସୁରକ୍ଷିତ ରଖିବା ଦରକାର ବୋଲି ଶ୍ରୀ ପଣ୍ଡା କହିଛନ୍ତି।

ଜଳବାୟୁ ପରିବର୍ତ୍ତନ ଯୋଗୁଁ ପାଣିପାଗର ସ୍ଥିତି ଜଟିଳ ହୋଇଛି ଯାହା ଦ୍ୱାରା ସହରାଂଚଳରେ ମଧ୍ୟ ପ୍ରଳୟଙ୍କରୀ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଯାହା ପାଇଁ କେବଳ ମଣିଷ ହିଁ ଦାୟୀ। ସହରର ସବୁଜିମାକୁ ନଷ୍ଟ କରିବା ତଥା ବଡ ବଡ ଅଟ୍ଟାଳିକ ନିର୍ମାଣ ଦ୍ୱାରା ଭୟଙ୍କର ବନ୍ୟା ପରସ୍ଥିତି ସୃଷ୍ଟି ହେଉଛି ବୋଲି ଡଃ ସାହୁ କହିଥିଲେ।

ଡଃ ସାହୁ କହିଥିଲେ ପୃଥିବୀରେ ଉପଲବ୍ଧ ଜଳ ସଂପଦର ମାତ୍ର ୨.୫ ପ୍ରତିଶତ ବ୍ୟବହାର ଯୋଗ୍ୟ ଓ ତହିଁରୁ ୨ ପ୍ରତିଶତ ବରଫ ଆକାରରେ ରହିଥିବା ବେଳେ ପୃଥିବୀ ବାସୀଙ୍କ ବ୍ୟବହାର ନିମନ୍ତେ ମାତ୍ର ୦.୫ ପ୍ରତିଶତ ମିଳିପାରିବ। ଜଳବାୟୁର ପରିବର୍ତ୍ତନ ଫଳରେ ବର୍ତମାନ ଅନୁଭୂତ ହେଉଥିବା ଗ୍ରୀଷ୍ମ ଋତୁ ୩ ମାସ ବଦଳରେ ୨୦୩୦ ମସିହା ବେଳକୁ ୭ ମାସ ଅନୁଭୂତ ହେବାର ସମ୍ଭାବନା ରହିଛି।

ସେହିପରି ଭାରତର ଚିରପ୍ରବାହୀ ୧୭ଟି ନଦୀ ମଧ୍ୟରୁ ୨୦୩୦ ବେଳକୁ କେବଳ ୬ଟି ନଦୀରେ ବର୍ଷ ସାରା ଜଳପ୍ରବାହ ରହିବ। ଶ୍ରୀ ଶାରଦା ଗ୍ଲୋବାଲ୍ ୱାର୍ମିଂକୁ ପ୍ରତିହତ କରିବା ନିମନ୍ତେ ବିଭିନ୍ନ ମାନବିକ ପ୍ରକ୍ରିୟା ଦ୍ୱାରା ନିର୍ଗତ କ୍ଷତିକାରକ ଉତ୍ସର୍ଜନକୁ କମ୍ କରିବାକୁ ପଡ଼ିବ ବୋଲି କହିଥିଲେ।

ଭାରତ ଏହି ଉତ୍ସର୍ଜନକୁ ୨୦୩୦ ସୁଦ୍ଧା ୨୦୦୫ ମସିହାର ସ୍ତରକୁ ଆଣିବା ନିମନ୍ତେ ବଦ୍ଧ ପରିକର। ଏଥି ନିମନ୍ତେ ଜଙ୍ଗଲକୁ ରକ୍ଷା କରିବା ସହ ପ୍ରତି ୫ ବର୍ଷ ମିଲିଅନ୍ ହେକ୍ଟର ଅଧିକ ଜଙ୍ଗଲ ସୃଷ୍ଟି କରିବା ଆବଶ୍ୟକ ବୋଲି କହିଥିଲେ।

Categories
ଆଜିର ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୧୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୭ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୭୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୨୦୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୯୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୧ ଟି ଜିଲ୍ଲାରୁ ୧୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୦ ଜଣ, କଟକ ଜିଲ୍ଲାରୁ ୧୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ୫ ଜଣ, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ ଜିଲ୍ଲାରୁ ଜଣେ, ବଲାଙ୍ଗୀରି ଜିଲ୍ଲାରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୭ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୧୧ ଜଣ, ନୂଆପଡା ଜିଲ୍ଲାରୁ ୪ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ପିପିଲି ଉପ-ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ଆଜିଠୁ ପ୍ରାର୍ଥୀ ପତ୍ର ଦାଖଲ

ଭୁବନେଶ୍ବର: ପିପିଲି ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ପ୍ରାର୍ଥୀ ପତ୍ର ଦାଖଲ କରିବାର ଶେଷ ତାରିଖ ମାର୍ଚ୍ଚ ୩୦ ତାରିଖ ରହିଛି। ଏପ୍ରିଲ ୩ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ରହିଛି। ଏପ୍ରିଲ ୧୭ ତାରିଖରେ ଭୋଟ ଗ୍ରହଣ କରାଯିବ। ସକାଳ ୭ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ମେ ୨ ତାରିଖରେ ଭୋଟ ଗଣତି କରାଯିବ। ରାଜ୍ୟ ନିର୍ବାଚନ ଆୟୋଗଙ୍କ ଦ୍ଵାରା ବିଦ୍ଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ଏବଂ ସୁନ୍ଦରଗଡରୁ ୧୩ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୨, ଯାଜପୁରରୁ ୭, ଗଞ୍ଜାମରୁ ୬, ମୟୂରଭଞ୍ଜରୁ ୬, ଅନୁଗୁଳରୁ ୫, ବଲାଙ୍ଗୀରିରୁ ୩, କଳାହାଣ୍ଡିରୁ ୩, ସମ୍ବଲପୁରରୁ ୩, ବାଲେଶ୍ବରରୁ ୨, ବରଗଡରୁ ୨, ଢେଙ୍କାନାଳରୁ ୧, ଝାରସୁଗୁଡାରୁ ୧, କେନ୍ଦୁଝରରୁ ୧, କୋରାପୁଟରୁ ୧, ନୂଆପଡ଼ାରୁ ୧ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୨୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୯୬୩ କୁ ବୃଦ୍ଧି ହୋଇଛି। ତେବେ ୭୮୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୭ ଜଣ ଚିହ୍ନଟ ହୋଇଥିବା ବେଳେ ୫୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୯୬୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୧୨୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୬୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୯ ଟି ଜିଲ୍ଲାରୁ ୧୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୫ ଜଣ, କଟକ ଜିଲ୍ଲାରୁ ୨୫ ଜଣ, ଅନୁଗୁଳ ଜିଲ୍ଲାରୁ ୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବରଗଡ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୧୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୧୨ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୧୨ ଜଣ ଏବଂ ଷ୍ଟେଟ ପୁଲରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୦, କଟକରୁ ୭, ଖୋର୍ଦ୍ଧାରୁ ୭, ମୟୂରଭଞ୍ଜରୁ ୭, ଅନୁଗୁଳରୁ ୫, ବରଗଡରୁ ୪, ଯାଜପୁରରୁ ୪, ଗଞ୍ଜାମରୁ ୩, ନୟାଗଡରୁ ୨, ସମ୍ବଲପୁରରୁ ୨, ବାଲେଶ୍ବରରୁ ୧, ଝାରସୁଗୁଡାରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୧୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୮୧୭ କୁ ବୃଦ୍ଧି ହୋଇଛି। ତେବେ ୭୨୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୧୧, ମୟୂରଭଞ୍ଜରୁ ୮, ବାଲେଶ୍ବରରୁ ୭, ସୁନ୍ଦରଗଡରୁ ୭, ଝାରସୁଗୁଡାରୁ ୬, ଅନୁଗୁଳରୁ ୫, ଯାଜପୁରରୁ ୫, ଖୋର୍ଦ୍ଧାରୁ ୪, ସମ୍ବଲପୁରରୁ ୪, ବଲାଙ୍ଗୀରିରୁ ୩, ଦେବଗଡରୁ ୩, ଗଞ୍ଜାମରୁ ୨, କଳାହାଣ୍ଡିରୁ ୨, କୋରାପୁଟରୁ ୨, କେନ୍ଦୁଝରରୁ ୧, ପୁରୀରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୭୧୯ କୁ ବୃଦ୍ଧି ହୋଇଛି। ତେବେ ୬୮୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୨୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୧ ଜଣ ଚିହ୍ନଟ ହୋଇଥିବା ବେଳେ ୪୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୭୧୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୫ ହଜାର ୯୯୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୫୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ କଟକ ଜିଲ୍ଲାରୁ ୨୬ ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବରଗଡ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୫ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୬ ଜଣ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ମୟୂରଭଞ୍ଜରୁ ଏବଂ ସୁନ୍ଦରଗଡରୁ ୧୪, କଟକରୁ ୧୧, ବାଲେଶ୍ବରରୁ ୬, ଖୋର୍ଦ୍ଧାରୁ ୫, ଦେବଗଡ଼ରୁ ୪, ଗଜପତିରୁ ୪, ଅନୁଗୁଳରୁ ୩, ଗଞ୍ଜାମରୁ ୩, ସମ୍ବଲପୁରରୁ ୩, ବଲାଙ୍ଗୀରିରୁ ୨, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୫ ହଜାର ୯୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୯୯ କୁ ବୃଦ୍ଧି ହୋଇଛି। ତେବେ ୬୩୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆନ୍ତର୍ଜାତିକ ସମ୍ମିଳନୀରେ ସମ୍ମାନିତ ହେବେ ଓଡ଼ିଶାର ପୂର୍ବତନ ବିଧାୟକ

ଭୁବନେଶ୍ୱର: ଗୋଆ ମୁକ୍ତି ସଂଗ୍ରାମର ପ୍ରମୁଖ ବିନ୍ଧାଣୀ ଡ. ରାମ ମନୋହର ଲୋହିଆଙ୍କ ସ୍ମୃତିରେ ଗଠିତ ହୋଇଥିବା ସର୍ବଭାରତୀୟ ସଂଗଠନ ଲୋହିଆ ରିସର୍ଚ୍ଚ ଫାଉଣ୍ଡେସନ ପକ୍ଷରୁ ଗୋଆ ମୁକ୍ତି ସଂଗ୍ରାମର ୭୫ତମ ବାର୍ଷିକୀ ଉପଲକ୍ଷେ ଏକ ଆନ୍ତର୍ଜାତିକ ସମ୍ମିଳନୀ ଆୟୋଜିତ ହେଉଛି। ଗୋଆର ମାଡ଼ଗାଓଁଠାରେ ଆସନ୍ତା ଜୁନ୍ ୧୮ ଓ ୧୯ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଆନ୍ତର୍ଜାତିକ ସମ୍ମିଳନୀରେ ଭାରତ ସମେତ ନେପାଳ ଓ ବାଲାଂଦେଶର ବହୁ ବରିଷ୍ଠ ସମାଜବାଦୀ ନେତା ଯୋଗଦେବେ ଏବଂ ଗୋଆ ମୁକ୍ତି ଆନ୍ଦୋଳନରେ ସକ୍ରିୟ ଅଂଶଗ୍ରହଣ କରିଥିବା ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ସମ୍ବର୍ଦ୍ଧିତ କରାଯିବ। ଯେଉଁ ସଂଗ୍ରାମୀମାନେ ପରଲୋକ ଗମନ କରିଛନ୍ତି ସେମାନଙ୍କ ଉତ୍ତରାଧିକାରୀମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି।

ଏହି ମହାସମାରୋହରେ ଓଡ଼ିଶାର ପୂର୍ବତନ ସମାଜବାଦୀ ନେତା ଓ ବିଧାୟକ ସ୍ୱର୍ଗତ ନାରଣ ସାହୁଙ୍କୁ ମରଣୋତ୍ତର ସମ୍ମାନ ପ୍ରଦାନ କରାଯିବ ବୋଲି ନୂଆଦିଲ୍ଲୀସ୍ଥିତ ଲୋହିଆ ରିସର୍ଚ୍ଚ ଫାଉଣ୍ଡେସନର ଅଧ୍ୟକ୍ଷ ତଥା ବରିଷ୍ଠ ସାମ୍ବାଦିକ ଅଭିଷେକ ରଞ୍ଜନ ସିଂ ଆଜି ଲୋହିଆ ଏକାଡ଼େମୀରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି। ସ୍ୱର୍ଗତ ସାହୁ ଲୋହିଆଙ୍କ ଘନିଷ୍ଠ ସହଯାଗୀ ଭାବେ ଗୋଆ ମୁକ୍ତି ସଂଗ୍ରାମରେ ଅଂଶଗ୍ରହଣ କରି ପୋଲିସ ଦ୍ୱାରା ନିର୍ଯ୍ୟାତିତ ହୋଇଥିଲେ ଏବଂ ଗିରଫ ହୋଇଥିଲେ।

ଏହି ସମାରୋହରେ ଇଂରାଜୀ ଓ ଓଡ଼ିଆ ଭାଷାରେ ତିନୋଟି ପୁସ୍ତକ ମଧ୍ୟ ଉନ୍ମୋଚିତ ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ଲୋହିଆ ଏକାଡ଼େମୀର ସମ୍ପାଦକ ଦେବ ପ୍ରସାଦ ରାୟ ମହାପାତ୍ର ପ୍ରକାଶ କରିଥିବା ବେଳେ ଓଡ଼ିଶାରୁ ୫୦ରୁ ଉର୍ଦ୍ଧ୍ୱ ବିଶିଷ୍ଟ ବ୍ୟକ୍ତି ଏହି ସମାରୋହରେ ସାମିଲ ହେବେ ବୋଲି ବରିଷ୍ଠ କର୍ମକର୍ତ୍ତା ପ୍ରଭାସ ସାମନ୍ତରାୟ ପ୍ରକାଶ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୧୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୪ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୯୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୫ ହଜାର ୯୨୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୦୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ କଟକ ଜିଲ୍ଲାରୁ ୨୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫ ଜଣ, ଅନୁଗୁଳ ଜିଲ୍ଲାରୁ ୬ ଜଣ, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ ଜିଲ୍ଲାରୁ ୪ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।