Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୪, ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୭, ଭଦ୍ରକରୁ ୬, ମୟୂରଭଞ୍ଜରୁ ୫, ନୂଆପଡ଼ାରୁ ୫, କଟକରୁ ୪, ଦେବଗଡ଼ରୁ ୪, ଝାରସୁଗୁଡ଼ାରୁ ୪, ବାଲେଶ୍ବରରୁ ୩, ଅନୁଗୁଳରୁ ୩, ବରଗଡରୁ ୨, ସମ୍ବଲପୁରରୁ ୨, ବଲାଙ୍ଗୀରିରୁ ୧, ଗଜପତିରୁ ୧, ଗଞ୍ଜାମରୁ ୧, ନୟାଗଡରୁ ୧, ପୁରୀରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୨୭୭ କୁ ବୃଦ୍ଧି ହୋଇଛି। ତେବେ ୬୬୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୬ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୦ ଜଣ ଚିହ୍ନଟ ହୋଇଥିବା ବେଳେ ୩୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୨୭୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୫୭୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୩୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୬ ଟି ଜିଲ୍ଲାରୁ ୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୬, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୭, ବରଗଡ ଜିଲ୍ଲାରୁ ୧, ବଲାଙ୍ଗୀରି ଜିଲ୍ଲାରୁ ୩, କଟକ ଜିଲ୍ଲାରୁ ୯, ଦେବଗଡ ଜିଲ୍ଲାରୁ ୩, ଯାଜପୁର ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୭, କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୫, ମୟୂରଭଞ୍ଜ ଜିଲ୍ଲାରୁ ୮, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୧୨, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୧, ସୁନ୍ଦରଗଡରୁ ୭, ବଲାଙ୍ଗୀରିରୁ ୫, ବରଗଡରୁ ୪, ଦେବଗଡରୁ ୪, କଟକରୁ ୩, ଝାରସୁଗୁଡାରୁ ୩, ଖୋର୍ଦ୍ଧାରୁ ୩, ମୟୂରଭଞ୍ଜରୁ ୩, ନୂଆପଡ଼ାରୁ ୩, ବାଲେଶ୍ବରରୁ ୨, ଅନୁଗୁଳରୁ ୧, ବୌଦ୍ଧରୁ ୧, କଳାହାଣ୍ଡିରୁ ୧ ଏବଂ ପୁରୀରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୫୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୯୧ କୁ ବୃଦ୍ଧି ହୋଇଛି। ତେବେ ୫୯୯ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୩ ଜଣ ଚିହ୍ନଟ ହୋଇଥିବାବେଳେ ୩୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୯୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୫୧୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୬ କୁ ବୃଦ୍ଧି ହୋଇଛି।

ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୯ , ଖୋର୍ଦ୍ଧା ଜିଲ୍ଲାରୁ ୮, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୭, କଟକ ଜିଲ୍ଲାରୁ ୭, ଝାରସୁଗୁଡା ଜିଲ୍ଲାରୁ ୭, ଯାଜପୁର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୪, ବଲାଙ୍ଗୀରି ଜିଲ୍ଲାରୁ ୩, ଦେବଗଡ ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୬, ରାୟଗଡା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୦, ବରଗଡରୁ ୭, ସମ୍ବଲପୁରରୁ ୬, ଝାରସୁଗୁଡାରୁ ୫, ବାଲେଶ୍ବରରୁ ୪, ଖୋର୍ଦ୍ଧାରୁ ୪, ପୁରୀରୁ ୪, ଦେବଗଡରୁ ୩, କୋରାପୁଟରୁ ୩, ନୂଆପଡ଼ାରୁ ୩, ଭଦ୍ରକରୁ ୨, ବୌଦ୍ଧରୁ ୧, କଟକରୁ ୧, ଗଞ୍ଜାମରୁ ୧, କେନ୍ଦ୍ରାପଡାରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୫୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୦୪ କୁ ବୃଦ୍ଧି ହୋଇଛି। ତେବେ ୬୧୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଏଥର ୪୫ ବର୍ଷରୁ ଉର୍ଦ୍ଧ୍ଵ ବୟସ୍କ ନେବେ ଟିକା: ଜାଣନ୍ତୁ କେଉଁ ଘରୋଇ ହସ୍ପିଟାଲଗୁଡିକୁ କରାଗଲା ଚୟନ

ଭୁବନେଶ୍ୱର: ୩ୟ ପର୍ଯ୍ୟାୟ ଟିକାକରଣ ମାର୍ଚ୍ଚ ୧ ତାରିଖରୁ ଆରମ୍ଭ ହେବ। ୪୫ ବର୍ଷରୁ ଉର୍ଦ୍ଧ୍ଵ ବୟସ୍କ ଓ ୨୨ ପ୍ରକାର ରୋଗରେ ଆକ୍ରାନ୍ତ ହୋଇଥିବା ଲୋକଙ୍କୁ କରୋନା ଟିକା ଦିଆଯିବ। ସେଥିପାଇଁ ଭୁବନେଶ୍ୱରରେ ମୋଟ ୨୨ଟି ହସ୍ପିଟାଲକୁ ଚିହ୍ନଟ କରାଯାଇଛି। ୨୨ ଟି ହସ୍ପିଟାଲ ମଧ୍ୟରୁ ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକା ଦିଆଯିବ। ଘରୋଇ ହସ୍ପିଟାଲରେ ଟିକା ସଂପୂର୍ଣ୍ଣ ମାଗଣାରେ ମିଳିବ। ହେଲେ ଘରୋଇ ହସ୍ପିଟାଲରେ ଟିକା ପାଇଁ ନିର୍ଦ୍ଧିଷ୍ଟ ଶୁଳ୍କ ଦେବାକୁ ପଡିବ। ପୂର୍ବରୁ ଚିହ୍ନଟ ଲୋକଙ୍କୁ ଘରୋଇ ହସ୍ପିଟାଲରେ ଟିକା ଦିଆଯିବ। ଏନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି।

ତେବେ ପ୍ରଥମ ଦିନରେ ପ୍ରତି କେନ୍ଦ୍ରରେ ୬୦ ଜଣ ଲେଖାଏଁ ଲୋକଙ୍କୁ ଟିକା ଦିଆଯିବ। ଟିକା ନେବା ପାଇଁ କୋୱିନ ୨.୦ରେ ପଞ୍ଜୀକରଣ କରିବାକୁ ପଡିବ। ସୋମବାର ଠାରୁ ଘରୋଇ ହସ୍ପିଟାଲରେ ଟିକା ନେବା ପାଇଁ ପଞ୍ଜୀକରଣ କରିହେବ। ମଙ୍ଗଳବାରଠାରୁ ଘରୋଇ ହସ୍ପିଟାଲରେ ଟିକା ନେଇପାରିବେ। ଏଥିପାଇଁ ସର୍ଭିସ ଚାର୍ଜ ୧୦୦ ଟଙ୍କା ଦେବାକୁ ପଡିବ। କେନ୍ଦ୍ର ସରକାର ଟିକାର ମୂଲ୍ୟ ଖୁବ ଶୀଘ୍ର ଜଣାଇବେ ବୋଲି କମିଶନର ସୂଚନା ଦେଇଛନ୍ତି। ରବିବାର ସୁଦ୍ଧା ଟିକାର ମୂଲ୍ୟ ଜଣାପଡ଼ିବ ବୋଲି କମିଶନର କହିଛନ୍ତି।

ଟିକା ପାଇଁ ମନୋନୀତ ହୋଇଥିବା ଘରୋଇ ହସ୍ପିଟାଲ:

ସମ୍ ହସ୍ପିଟାଲ, କିମ୍ସ ହସ୍ପିଟାଲ, କଳିଙ୍ଗ ହସ୍ପିଟାଲ, ବ୍ଲୁ ହ୍ଵିଲ ହସ୍ପିଟାଲ, ଆଦିତ୍ୟ ଅଶ୍ଵିନୀ ହସ୍ପିଟାଲ, ଆମ୍ରି ହସ୍ପିଟାଲ, ଉତ୍କଳ ହସ୍ପିଟାଲ, ନୀଳାଚଳ ହସ୍ପିଟାଲ, କେୟାର ହସ୍ପିଟାଲ, ହାଇଟେକ୍ ହସ୍ପିଟାଲରେ କରୋନା ଟିକା ମିଳିପାରିବ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୬ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ୩୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୦୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୪୬୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୭୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୫ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୮୬ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୧୦, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୭, ବରଗଡ ଜିଲ୍ଲାରୁ ୪, ବଲାଙ୍ଗୀରି ଜିଲ୍ଲାରୁ ୬, କଟକ ଜିଲ୍ଲାରୁ ୫, ଦେବଗଡ ଜିଲ୍ଲାରୁ ୨, ଗଜପତି ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୩, ନୟାଗଡ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୯ ଜଣ, ସୋନପୁର ଜିଲ୍ଲାରୁ ୧, ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ପୁରୀରୁ ୧୩, ସମ୍ବଲପୁରରୁ ୯, ସୁନ୍ଦରଗଡରୁ ୯, ଅନୁଗୁଳରୁ ୫, ବାଲେଶ୍ବରରୁ ୪, ଝାରସୁଗୁଡାରୁ ୪, ଯାଜପୁରରୁ ୩, ମୟୂରଭଞ୍ଜରୁ ୩, ନୂଆପଡାରୁ ୩, କଟକରୁ ୨, ଜଗତସିଂହପୁରରୁ ୨, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୨, ସୋନପୁରରୁ ୨, ବରଗଡରୁ ୧, କଳାହାଣ୍ଡିରୁ ୧, ରାୟଗଡ଼ାରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୯୨୪ କୁ ବୃଦ୍ଧି ହୋଇଛି। ତେବେ ୫୫୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୩ ଜଣ ଚିହ୍ନଟ ହୋଇଥିବାବେଳେ ୩୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୯୨୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୩୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୨୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୮୯ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୪, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୯, ବରଗଡ ଜିଲ୍ଲାରୁ ୬, ବଲାଙ୍ଗୀରି ଜିଲ୍ଲାରୁ ୬, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୫, ଦେବଗଡ ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ମାଲକାନାଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩, ନବରଙ୍ଗପୁର ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୪, ସୋନପୁର ଜିଲ୍ଲାରୁ ୫, ସୁନ୍ଦରଗଡ ଜିଲ୍ଲାରୁ ୮ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ବରଗଡ ଜିଲ୍ଲାରୁ ୧୪, ଖୋର୍ଦ୍ଧାରୁ ୯, ମୟୂରଭଞ୍ଜରୁ ୭, ନୂଆପଡ଼ାରୁ ୬, ସମ୍ବଲପୁରରୁ ୬, ବାଲେଶ୍ବରରୁ ୫, ବଲାଙ୍ଗୀରିରୁ ୫, ଯାଜପୁରରୁ ୫, ସୁନ୍ଦରଗଡରୁ ୫, ଝାରସୁଗୁଡାରୁ ୩, ପୁରୀରୁ ୩, ଢେଙ୍କାନାଳରୁ ୨, ସୋନପୁରରୁ ୧, ଅନୁଗୁଳରୁ ୧, କଟକରୁ ୧, କଳାହାଣ୍ଡିରୁ ୧, ନୟାଗଡରୁ ୧  ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୨୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୬୭ କୁ ବୃଦ୍ଧି ହୋଇଛି। ତେବେ ୫୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୭ ଜଣ ଚିହ୍ନଟ ହୋଇଥିବାବେଳେ ୨୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୬୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୧୬୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୩୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୩ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୬୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୫, ବରଗଡ଼ ଜିଲ୍ଲାରୁ ୮ ଜଣ, ଅନୁଗୋଳ ଜିଲ୍ଲାରୁ ୧, ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀର ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୭ ଜଣ, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୩ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୧, ରାୟଗଡ଼ା ଜିଲ୍ଲାରୁ ୨ ଜଣ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୧ ଜଣ ଚିହ୍ନଟ ହୋଇଥିବାବେଳେ ୨୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୦୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୧୦୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୩୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୩ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୬୯ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୧, ଝାରସୁଗୁଡ଼ା ଜିଲ୍ଲାରୁ ୬ ଜଣ, ବରଗଡ଼ ଜିଲ୍ଲାରୁ ୬ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୨ ଜଣ, ଦେବଗଡ଼ ଜିଲ୍ଲାରୁ ୪ ଜଣ, ଗଜପତି ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ନୂଆପଡ଼ା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ ଏବଂ ସୋନପୁର ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୦, ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୭, ପୁରୀରୁ ୬, ବଲାଙ୍ଗୀରିରୁ ୨, ଝାରସୁଗୁଡାରୁ ୨, ମାଲକାନାଗିରିରୁ ୨, ମୟୂରଭଞ୍ଜରୁ ୨, ବରଗଡରୁ ୧, ବରଗଡରୁ ୧, ଭଦ୍ରକରୁ ୧, ଗଞ୍ଜାମରୁ ୧, କଳାହାଣ୍ଡିରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୧୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୬୨ କୁ ବୃଦ୍ଧି ହୋଇଛି। ତେବେ ୫୬୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୫, କଟକରୁ ୧୩, ସୁନ୍ଦରଗଡରୁ ୧୧, ଅନୁଗୁଳରୁ ୮, ପୁରୀରୁ ୬, ବରଗଡରୁ ୫, ଭଦ୍ରକରୁ ୫, କେନ୍ଦୁଝରରୁ ୫, ନୂଆପଡାରୁ ୫, ଦେବଗଡରୁ ୪, ଝାରସୁଗୁଡ଼ାରୁ ୪, ବାଲେଶ୍ବରରୁ ୩, କନ୍ଧମାଳରୁ ୩, ସମ୍ବଲପୁରରୁ ୩, ବଲାଙ୍ଗୀରିରୁ ୧, ଗଞ୍ଜାମରୁ ୧, କେନ୍ଦ୍ରାପଡ଼ାରୁ ୧, କୋରାପୁଟରୁ ୧, ମୟୂରଭଞ୍ଜରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୮୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୬୦ କୁ ବୃଦ୍ଧି ହୋଇଛି। ତେବେ ୬୦୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ଖଣି ଓ ଧାତବ ଶିଳ୍ପ ଉପରେ ଓଡିଶା ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାକୁ ଯାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଆଜି ମିଳିତ ଭାବରେ ଓଡିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ଏହି ଦୁଇଟି ଖଣିରୁ ଉତ୍ପାଦନ ଦ୍ବାରା ଲୁହାପଥର ବଜାରରେ ସ୍ଥିରତା ଆସିବା ସହ ଶିଳ୍ପର ଯୋଗାଣ ଚାହିଦା ମେଣ୍ଟାଇବାରେ ସହାୟକ ହେବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶା ସବୁବେଳେ ଖଣି ସଂପର୍କିତ କ୍ଷେତ୍ରରେ ଅନେକ ଆଗୁଆ ପଦକ୍ଷେପ ନେଇଛି।

ଏହି କ୍ଷେତ୍ରରେ ସ୍ବଚ୍ଛତା ପାଇଁ ଲୁହାପଥର ପରିବହନର ତଦାରଖ ନିମନ୍ତେ ୧ ୩ MS System ଆରମ୍ଭ କରାଯାଇଛି ଏବଂ ଗତ କିଛି ବର୍ଷ ମଧ୍ୟରେ ଅନେକ ବଡ ବଡ ଖଣିର ନିଲାମ ପ୍ରକ୍ରିୟା ସଫଳତାର ସହ କରାଯାଇଛି।

ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶାରେ ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇସ୍ପାତ, ଆଲୁମିନିୟମ ଓ ଅନ୍ୟ ଧାତବ ଶିଳ୍ପ କ୍ଷେତ୍ରରେ ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାର ଦକ୍ଷତା ଓଡିଶାର ରହିଛି।

ରାଜ୍ୟର ଶିଳ୍ପ ଅନୁକୂଳ ପଦକ୍ଷେପ ପୁଞ୍ଜି ବିନିଯୋଗକୁ ଉତ୍ସାହିତ କରିଛି। ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ରାଜ୍ୟର ବିପୁଳ ସମ୍ଭାବନାକୁ ବାସ୍ତବ ରୂପ ଦେବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ମିଳିତ ଭାବେ କାର୍ଯ୍ୟ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ।

ଖଣି କ୍ଷେତ୍ରରେ ସଂସ୍କାରକୁ ରାଜ୍ୟ ସରକାର ସବୁବେଳେ ସମର୍ଥନ ଦେଇଆସିଛନ୍ତି ଏବଂ ଏହାଦ୍ବାରା ଉଭୟ କେନ୍ଦ୍ର ଓ ରାଜ୍ୟ ଲାଭବାନ ହେବେ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ।

ଏହି ଦୁଇଟି ଖଣିକୁ ଓମିସିକୁ ଆବଣ୍ଟନ କରିବା ଏବଂ ଅଳ୍ପ ସମୟ ମଧ୍ୟରେ ବିଭିନ୍ନ ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀ ଯୋଶୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ସେହିପରି ଓମିସି ମଧ୍ୟ ଏହି ଖଣି ଦୁଇଟିକୁ କାର୍ଯ୍ୟକ୍ଷମ କରିବା ପାଇଁ ତ୍ବରିତ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଓମିସିକୁ ସାଧୁବାଦ ଜଣାଇଥିଲେ।

ଏହି ଅବସରରେ ଉଦ୍‌ବୋଧନ ଦେଇ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଥିଲେ ଯେ ଓଡିଣା ଖଣିଜ ସଂପଦରେ ସମୃଦ୍ଧ। ତେଣୁ କେନ୍ଦ୍ର ଓ ରାଜ୍ୟ ପରସ୍ପର ମଧ୍ୟରେ ସହଯୋଗ ରଖି କାମ କଲେ ଉଭୟ ରାଜ୍ୟ ଓ ଦେଶର ଅର୍ଥନୀତି ସମୃଦ୍ଧ ହେବ।

ଏହି ଦୁଇଟି ନୂଆ ଖଣିରୁ ରାଜ୍ୟ ସରକାର ବାର୍ଷିକ ୪ ରୁ ୫ ହଜାର କୋଟି ଟଙ୍କା ରାଜସ୍ବ ଭାବରେ ପାଇବେ ଏବଂ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଶ୍ରୀ ଯୋଶୀ କରିଥିଲେ।

ଏହାସହିତ ଲୁହାପଥର ବଜାରରେ ଦେଖା ଦେଇଥିବା ଅଭାବ ଦୂର କରିବାରେ ମଧ୍ୟ ସହାୟକ ହେବ ବୋଲି ଶ୍ରୀ ଯୋଶୀ କହିଥିଲେ।

ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟର ସହଯୋଗ ଦେଶର ଅର୍ଥନୀତିରେ ସମୃଦ୍ଧିର ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ କହିଥିଲେ।

ଉଦ୍‌ଘାଟନ ଉତ୍ସବରେ ଉପସ୍ଥିତ ରାଜ୍ୟ ଖଣି, ଇସ୍ପାତ ଓ ପୂତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଗୁଆଳି ଓ ଜିଲିଙ୍ଗ ଲାଙ୍ଗଲୋଟା ଖଣି ଦୁଇଟିରୁ ଉତ୍ପାଦନ ପାଇଁ କେନ୍ଦ୍ର ଓ ରାଜ୍ୟ ସମନ୍ବୟ ରଖି କାର୍ଯ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଶ୍ରୀ ଅଶ୍ବିନୀ ବୈଷ୍ଣବ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ପ୍ରମୁଖ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

ଖଣି ନିଗମର ଅଧ୍ୟକ୍ଷ ସୁରେନ୍ଦ୍ର କୁମାର ସ୍ବାଗତ ଭାଷଣ ଦେଇଥିଲେ ଏବଂ ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବଲୱନ୍ତ ସିଂ ଧନ୍ୟବାଦ ଜଣାଇଥିଲେ।

ସୂଚନାଯୋଗ୍ୟ ଯେ କେନ୍ଦୁଝର ଜିଲ୍ଲାର ଏହି ଖଣି ଦୁଇଟିରୁ ବାର୍ଷିକ ୧୨ ବିଲିଅନ ଟନ୍‌ ଲୁହାପଥର ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି।

ଜିଲ୍‌ଙ୍ଗ ଲାଙ୍ଗଲୋଟା ୭୯.୧୨ ମେଟ୍ରିକଟନ ଲୁହାପଥର ଥିବାବେଳେ ଏଥିରୁ ବାର୍ଷିକ ୬.୨୮ ମିଲିଅନ ଟନ୍‌ ଉତ୍ପାଦନ ପାଇଁ ପରିବେଶ ମଞ୍ଜୁରୀ ମିଳିଛି।

ସେହିପରି ୧୯୪.୯୪ ମେଟ୍ରିକଟନ ଲୁହାପଥର ଥିବା ଗୁଆଳି ଖଣିରୁ ବାର୍ଷିକ ୫.୭ ମିଲିଅନ ଟନ୍‌ ଲୁହାପଥର ଉତ୍ତୋଳନ ପାଇଁ ପରିବେଶ ମଞ୍ଜୁରୀ ମିଳିଛି । ଓଡିଶା ଖଣି ନିଗମ ଦ୍ରୁତ ଅଭିବୃଦ୍ଧି କରୁଥିବା ଦେଶର ଏକ ଖଣି କମ୍ପାନୀ ଅଟେ।

ଏହି ଦୁଇଟି ନୂଆ ଖଣି ପାଇବା ପରେ ଓମିସିର ବାର୍ଷିକ ଉତ୍ପାଦନ ୨୦ ବିଲିଅନ ଟନ୍‌ରେ ପହଞ୍ଚିବ ବୋଲି ଆଶା କରାଯାଉଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୯ ଜଣ ଚିହ୍ନଟ ହୋଇଥିବାବେଳେ ୨୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୬୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୭୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୦୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୩ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୬୩ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୦, ସମ୍ବଲପୁର ଜିଲ୍ଲାରୁ ୬, ପୁରୀ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବରଗଡ ଜିଲ୍ଲାରୁ ୭ ଜଣ, ଭଦ୍ରକ ଜିଲ୍ଲାରୁ ୨ ଜଣ, ବୌଦ୍ଧରୁ ୧, ଦେବଗଡ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜ୍ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୬, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୬, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୩, ଏବଂ ରାୟଗଡା ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୧, ଯାଜପୁରରୁ ୭, ବାଲେଶ୍ବରରୁ ୬, ବରଗଡରୁ ୬, କେନ୍ଦୁଝରରୁ ୬, ପୁରୀରୁ ୬, ଖୋର୍ଦ୍ଧାରୁ ୫, ମୟୂରଭଞ୍ଜରୁ ୫, କଟକରୁ ୪, ବୌଦ୍ଧରୁ ୩, ବଲାଙ୍ଗୀରିରୁ ୨, ଜଗତସିଂହପୁରରୁ ୨, ନୂଆପଡାରୁ ୨, ରାୟଗଡାରୁ ୨, ସମ୍ବଲପୁରରୁ ୨, ଅନୁଗୁଳରୁ ୧, ଭଦ୍ରକରୁ ୧, ଦେବଗଡରୁ ୧, ଢେଙ୍କାନାଳରୁ ୧, ଗଞ୍ଜାମରୁ ୧, ଝାରସୁଗୁଡାରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୭୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୯୭ କୁ ବୃଦ୍ଧି ହୋଇଛି। ତେବେ ୬୪୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ସନ୍ତାକାଲିଠାରୁ ବିଧାନସଭା ବଜେଟ ଅଧିବେଶନ: ଏଥର ରହିବ ପ୍ରଶ୍ନକାଳ ଏବଂ ଶୂନ୍ୟ କାଳ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଆଜି ବିଧାନସଭାର କନଫରେନ୍ସ ହଲରେ ଏନେଇ ସର୍ବାଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତିଙ୍କ ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସର୍ବାଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅଧିବେଶନ ଲାଗି ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା। ଚଳିତ ଅଧିବେଶନରେ ପ୍ରଶ୍ନକାଳ ଓ ଶୂନ୍ୟ କାଳ ରହିବ। ମୁଲତବୀ ପ୍ରସ୍ତାବ ଆଲୋଚନା ଦେଢ଼ ଘଣ୍ଟା ଚାଲିବା ପାଇଁ ଏହି ବୈଠକରେ ନିଷ୍ପତ୍ତି ହୋଇଛି। ପୂର୍ବ ପରି ଗୃହ କାର୍ଯ୍ୟ ଦୈନିକ ସାଢେ ୪ଘଣ୍ଟା ଚାଲିବ। ପ୍ରଥମ ପର୍ଯ୍ୟାୟ ୧୦ଟା ୩୦ରୁ ଅପରାହ୍ଣ ୧ ଟାଏ ପର୍ଯ୍ୟନ୍ତ ଚାଲିବ। ଏବଂ ଦ୍ୱିତୀୟ ପର୍ଯ୍ୟାୟ ଅପରାହ୍ନ ୪ଟାରୁ ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଚାଲିବ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୬ ଜଣ ଚିହ୍ନଟ ହୋଇଥିବାବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୯୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୭୦୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୩୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୨ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୭ ଟି ଜିଲ୍ଲାରୁ ମୋଟ୍‌ ୭୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୧, ସମ୍ବଲପୁର ଜିଲ୍ଲାରୁ ୯, ପୁରୀ ଜିଲ୍ଲାରୁ ୨, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜ୍ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୩, ନୂଆପଡା ଜିଲ୍ଲାରୁ ୨, ରାୟଗଡା ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୪, ମୟୂରଭଞ୍ଜରୁ ୭, ଝାରସୁଗୁଡାରୁ ୬, ବାଲେଶ୍ବରରୁ ୫, କଟକରୁ ୫, ବରଗଡରୁ ୪, ଅନୁଗୁଳରୁ ୩, ବଲାଙ୍ଗୀରିରୁ ୩, କଳାହାଣ୍ଡିରୁ ୩, କେନ୍ଦୁଝରରୁ ୩, ପୁରୀରୁ ୩, ରାୟଗଡ଼ାରୁ ୩, ନୂଆପଡାରୁ ୨, ଖୋର୍ଦ୍ଧାରୁ ୧, ସମ୍ବଲପୁରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୭୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨୨ କୁ ବୃଦ୍ଧି ହୋଇଛି। ତେବେ ୬୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନାରେ ଆଖି ବୁଜିଲେ ଆଉ ଜଣେ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୧୨କୁ ବୃଦ୍ଧି

ଭୁବନେଶ୍ବର: ଆଜି କରୋନାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୋଟ ମୃତକଙ୍କ ସଂଖ୍ୟା ୧୯୧୨କୁ ବୃଦ୍ଧି ହୋଇଛି। ଆଜି କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେ ଜଣେ ମହିଳା ଏବଂ ତାଙ୍କର ବୟସ ୭୩ ବର୍ଷ। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨ ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୬୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୨୦ ଜଣ।