Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୨, ନୂଆପଡ଼ାରୁ ୧୯, ଯାଜପୁରରୁ ୧୦, ସମ୍ବଲପୁରରୁ ୧୦, କଟକରୁ ୭, ବାଲେଶ୍ବରରୁ ୬, କଳାହାଣ୍ଡିରୁ ୫, ଝାରସୁଗୁଡାରୁ ୪, ପୁରୀରୁ ୪, ଅନୁଗୁଳରୁ ୩, ବରଗଡରୁ ୩, ବଲାଙ୍ଗୀରିରୁ ୩, ମୟୂରଭଞ୍ଜରୁ ୩, ଦେବଗଡ଼ରୁ ୨, ଗଜପତିରୁ ୨, ଜଗତସିଂହପୁରରୁ ୨, କେନ୍ଦ୍ରାପଡାରୁ ୨, ଖୋର୍ଦ୍ଧାରୁ ୨, ଭଦ୍ରକରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୪୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୮୨ କୁ ବୃଦ୍ଧି ହୋଇଛି। ତେବେ ୮୨୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୨ ଜଣ ଚିହ୍ନଟ ହୋଇଥିବାବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୮୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୩୭୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୪୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୭୧ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ ଜିଲ୍ଲାରୁ ୧୧ ଜଣ, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ଼ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୬, ଢେଙ୍କାନାଳ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୭, ନୂଆପଡା ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୬, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୬, ଏବଂ ଷ୍ଟେଟ ଅଫ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୨୨, ବରଗଡରୁ ୧୮, କଟକରୁ ୧୫, ସମ୍ବଲପୁରରୁ ୧୦, ନୂଆପଡ଼ାରୁ ୮, ଅନୁଗୁଳରୁ ୭, ବାଲେଶ୍ବରରୁ ୭, ଭଦ୍ରକରୁ ୭, ପୁରୀରୁ ୭, କଳାହାଣ୍ଡିରୁ ୬, ଝାରସୁଗୁଡ଼ାରୁ ୫, ଯାଜପୁରରୁ ୩, ନବରଙ୍ଗପୁରରୁ ୩, ରାୟଗଡ଼ାରୁ ୩, ଢେଙ୍କାନାଳରୁ ୨, ଜଗତସିଂହପୁରରୁ ୨, କନ୍ଧମାଳରୁ ୨, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୨, ସୋନପୁରରୁ ୨, ବଲାଙ୍ଗୀରିରୁ ୨, ବଲାଙ୍ଗୀରିରୁ ୧, ଗଞ୍ଜାମରୁ ୧, କେନ୍ଦ୍ରାପଡ଼ାରୁ ୧, କୋରାପୁଟରୁ ୧ ଏବଂ ଷ୍ଟେଟପୁଲରୁ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୩୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧ କୁ ବୃଦ୍ଧି ହୋଇଛି। ତେବେ ୮୭୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଫେବୃୟାରୀ ୧୦ ରୁ ଆରମ୍ଭ ହେବ ପିଜି ପାର୍ଟ-୧ କ୍ଳାସ: ଜାଣନ୍ତୁ କେବେ ହେବ ପରୀକ୍ଷା

ଭୁବନେଶ୍ବର: ଫେବୃୟାରୀ ୧୦ ତାରିଖରେ ପିଜି ପାର୍ଟ-୧ ର କ୍ଳାସ ଆରମ୍ଭ ହେବ। ଫେବୃୟାରୀ ୧୦ ତାରିଖରୁ ମଧ୍ୟ ପ୍ରି-ଫାଇନାଲ ଇୟର କ୍ଳାସ ଆରମ୍ଭ ହେବ। ତେବେ କ୍ଳାସ ଆରମ୍ଭ ହେବା ପୂର୍ବରୁ ହଷ୍ଟେଲ ଖୋଲିବ। ତେଣୁ ଫେବୃୟାରୀ ୮ ତାରିଖରେ ହଷ୍ଟେଲ ଖୋଲିବ। କୋଭିଡ଼ ଗାଇଡ ଲାଇନ ଅନୁଯାୟୀ କ୍ଳାସରେ ପାଠ ପଢା ହେବ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି।

ଏପ୍ରିଲ ୧୯ ତାରିଖରୁ ୟୁଜି ତୃତୀୟ ଏବଂ ପଞ୍ଚମ ସେମିଷ୍ଟାର ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୩୦ ତାରିଖ ଯାଏଁ ଚାଲିବ। ମେ’ ୩୧ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ। ପିଜି ପ୍ରଥମ ସେମିଷ୍ଟାର ପରୀକ୍ଷା ଜୁନ ୭ ତାରିଖରୁ ଆରମ୍ଭ ହୋଇ ଜୁନ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହାର ପରୀକ୍ଷା ଫଳ ଜୁଲାଇ ୨୦ ତାରିଖ ସୁଦ୍ଧା ପ୍ରକାଶ ପାଇବ ବୋଲି ଉଚ୍ଚ ଶିକ୍ଷାମନ୍ତ୍ରୀ ପ୍ରକାଶ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬ ଜଣ ଚିହ୍ନଟ ହୋଇଥିବାବେଳେ ୨୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୨୩୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୭ ଟି ଜିଲ୍ଲାରୁ ମୋଟ୍‌ ୬୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲା, ପୁରୀ ଜିଲ୍ଲା ଏବଂ ସୁନ୍ଦରଗଡ ଜିଲ୍ଲାରୁ ୮ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୨, ରାୟଗଡା ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୬, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ଅଫ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୯, ସୁନ୍ଦରଗଡରୁ ୧୪, ବରଗଡରୁ ୧୩, ବାଲେଶ୍ବରରୁ ୧୦, ପୁରୀରୁ ୧୦, ଝାରସୁଗୁଡାରୁ ୯, ଖୋର୍ଦ୍ଧାରୁ ୮, କଟକରୁ ୭, ଯାଜପୁରରୁ ୬, କେନ୍ଦୁଝରରୁ ୫, ନୂଆପଡ଼ାରୁ ୫, ଅନୁଗୁଳରୁ ୩, ବଲାଙ୍ଗୀରିରୁ ୩, ଗଜପତିରୁ ୩, ଜଗତସିଂହପୁରରୁ ୩, କୋରାପୁଟରୁ ୩, ବୌଦ୍ଧରୁ ୨, କଳାହାଣ୍ଡିରୁ ୨, ରାୟଗଡାରୁ ୨, ଭଦ୍ରକରୁ ୧, ଦେବଗଡ଼ରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧, ମୟୂରଭଞ୍ଜରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୨୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୧୫୧ କୁ ବୃଦ୍ଧି ହୋଇଛି। ତେବେ ୯୫୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୬, ପୁରୀରୁ ୧୫, ସୁନ୍ଦଗଡରୁ ୧୪, ବାଲେଶ୍ବରରୁ ୧୧, , ବରଗଡରୁ ୯, କଟକରୁ ୯, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୮, ଯାଜପୁରରୁ ୮, ଜଗତସିଂହପୁରରୁ ୬, ନୂଆପଡ଼ାରୁ ୬, ବଲାଙ୍ଗୀରିରୁ ୫, ଝାରସୁଗୁଡାରୁ ୪, ନବରଂଗପୁରରୁ ୪, ଅନୁଗୁଳରୁ ୪, ଗଞ୍ଜାମରୁ ୩, ମୟୂରଭଞ୍ଜରୁ ୩, କଳାହାଣ୍ଡିରୁ ୨, ଦେବଗଡ଼ରୁ ୧, କେନ୍ଦ୍ରାପଡାରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୧୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୨ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୮ ଜଣ ଚିହ୍ନଟ ହୋଇଥିବାବେଳେ ୪୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୯୬୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୧୫୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୧୧୪ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୧, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୧୧ ଜଣ, ବଲାଙ୍ଗୀରିରୁ ୩ ଜଣ, କଟକ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୨, ଯାଜପୁର ଜିଲ୍ଲାରୁ ୬, ଝାରସୁଗୁଡା ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୮ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୪, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ଅଫ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆସିଲା ରାଜ୍ୟ ପାଇଁ ଫେବୃୟାରୀ ମାସର ନୂଆ ଗାଇଡଲାଇନ୍

ଭୁବନେଶ୍ୱର: ରାଜ୍ୟ ସରକାର ଫେବୃୟାରୀ ମାସ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି। ସାମାନ୍ୟ କିଛି ପରିବର୍ତ୍ତନ ଆଣି ସରକାର ଫେବୃୟାରୀ ୨୮ ପର୍ଯ୍ୟନ୍ତ ଏହି ଗାଇଡଲାଇନ୍ ଲାଗୁ କରିଛନ୍ତି।

କୋଭିଡ୍ କଟକଣା ଭିତରେ ଆସନ୍ତା ୧ ତାରିଖରୁ ରାଜ୍ୟରେ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବକୁ ଅନୁମତି ମିଳିଛି। ପ୍ରାଥମିକ ସ୍କୁଲ ଖୋଲିବାକୁ ଏସଓପି ଜାରି କରିବାକୁ ନିର୍ଦ୍ଦେଶ ହୋଇଛି। ଏସ୍ଓପି ପ୍ରସ୍ତୁତି ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ପରାମର୍ଶ ଦିଆଯାଇଛି। ଇଂଜିନିୟରିଂ କଲେଜ ଖୋଲିବାକୁ ବୈଷୟିକ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇପାରିବ।

ସାମାଜିକ, ଧାର୍ମିକ, ରାଜନୈତିକ ସମାବେଶରେ ୫ଶହ ଲୋକଙ୍କୁ ଅନୁମତି ମିଳିଛି। ଖୋଲା ଜାଗାରେ ପଡ଼ିଆର ଆକାର ଦେଖି ସମାଗମ ନିର୍ଦ୍ଧାରଣ ହେବ। ସ୍ଥାନୀୟ ଅଧିକାରୀଙ୍କ ଅନୁମତିରେ ଯାତ୍ରା, ଖୋଲାମଞ୍ଚ ଚାଲିପାରିବ। ଇଣ୍ଡୋର ହଲରେ କ୍ଷମତାର ୫୦% ସିଟ୍ ପାଇଁ ମିଳିବ ଅନୁମତି ମିଳିଛି।

ପୂର୍ବପରି ବାହାରେ ଛେପ ପକାଇଲେ ଦଣ୍ଡବିଧାନ କରାଯିବ। ତେବେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବାକୁ ବାଧ୍ୟତାମୂଳକ ରହିଛି। ସମସ୍ତେ କୋଭିଡ୍ ଗାଇଡଲାଇନ୍ ମାନିବା ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୩ ଜଣ ଚିହ୍ନଟ ହୋଇଥିବାବେଳେ ୪୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୯୫୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୮୨୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୧୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୦ ଟି ଜିଲ୍ଲାରୁ ମୋଟ୍‌ ୧୦୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୨, ସମ୍ବଲପୁର ଜିଲ୍ଲାରୁ ୧୦ ଜଣ, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୧୦ ଜଣ, ବରଗଡ଼ ଜିଲ୍ଲାରୁ ୮ ଜଣ, କଟକ ଜିଲ୍ଲାରୁ ୯ ଜଣ, ଦେବଗଡ ଜିଲ୍ଲାରୁ ୨, ଗଜପତି ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୭, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରପଡା ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨, ନୟାଗଡ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ଅଫ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୫୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦଗଡରୁ ୩୦, ପୁରୀରୁ ୨୩, ସମ୍ବଲପୁରରୁ ୨୩, ବାଲେଶ୍ବରରୁ ୧୨, ଅନୁଗୁଳରୁ ୯, ଖୋର୍ଦ୍ଧାରୁ ୯, ବରଗଡରୁ ୭, ଜଗତସିଂହପୁରରୁ ୬, କଟକରୁ ୫, ଯାଜପୁରରୁ ୫, ଝାରସୁଗୁଡାରୁ ୪, ବଲାଙ୍ଗୀରିରୁ ୩, ନୂଆପଡ଼ାରୁ ୩, ଗଜପତିରୁ ୩, ଗଞ୍ଜାମରୁ ୨, କେନ୍ଦୁଝରରୁ ୨, କୋରାପୁଟରୁ ୨, ମୟୂରଭଞ୍ଜରୁ ୨, ଭଦ୍ରକରୁ ୧, ବୌଦ୍ଧରୁ ୧, ଦେବଗଡ଼ରୁ ୧, କନ୍ଧମାଳରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୮୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୮୫୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୦୬୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦଗଡରୁ ୨୩, ପୁରୀରୁ ୨୦, ସମ୍ବଲପୁରରୁ ୧୯, ଅନୁଗୁଳରୁ ୧୩, ଯାଜପୁରରୁ ୮, ବରଗଡରୁ ୬, ଭଦ୍ରକରୁ ୫, କେନ୍ଦୁଝରରୁ ୪, ନୂଆପଡ଼ାରୁ ୪, ବଲାଙ୍ଗୀରିରୁ ୩, କଟକରୁ ୩, ଦେବଗଡ଼ରୁ ୩, ଝାରସୁଗୁଡାରୁ ୩, ଜଗତସିଂହପୁରରୁ ୩, ଖୋର୍ଦ୍ଧାରୁ ୩, ଗଜପତିରୁ ୨, ଗଞ୍ଜାମରୁ ୨, ମୟୂରଭଞ୍ଜରୁ ୨, ସୋନପୁରରୁ ୨, ବାଲେଶ୍ବରରୁ ୧, ବୌଦ୍ଧରୁ ୧, କଳାହାଣ୍ଡିରୁ ୧ ଏବଂ ଏବଂ ଷ୍ଟେଟପୁଲରୁ ୧ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୬୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୭୮୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୫୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୧୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୭ ଜଣ ଚିହ୍ନଟ ହୋଇଥିବାବେଳେ ୪୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୭୮୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୫୩୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୨୮୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୧୧୩ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମବଲପୁର ଜିଲ୍ଲାରୁ ୧୮ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୭, ଅନୁଗୁଳ ଜିଲ୍ଲାରୁ ୧୦, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବରଗଡ଼ ଜିଲ୍ଲାରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୩, ବଲାଙ୍ଗୀରିରୁ ୬, କଟକ ଜିଲ୍ଲାରୁ ୯ ଜଣ, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୩, କଳାହାଣ୍ଡି ଜିଲ୍ଲାରୁ ୨, କେନ୍ଦ୍ରପଡା ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧, ରାୟଗଡା ଜିଲ୍ଲାରୁ ୧, ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୯, ଖୋର୍ଦ୍ଧାରୁ ୧୯, ପୁରୀରୁ ୧୬, ସମ୍ବଲପୁରରୁ ୧୨, ବରଗଡରୁ ୧୦, ଅନୁଗୁଳରୁ ୯, କଟକରୁ ୭, ଯାଜପୁରରୁ ୭, ବାଲେଶ୍ବରରୁ ୬, ନୂଆପଡାରୁ ୫, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୩, ବଲାଙ୍ଗୀରିରୁ ୨, ବୌଦ୍ଧରୁ ୨, ଗଞ୍ଜାମରୁ ୨, ଝାରସୁଗୁଡାରୁ ୨, ଭଦ୍ରକରୁ ୧, ଦେବଗଡରୁ ୧, ଜଗତସିଂହପୁରରୁ ୧ ଏବଂ ଷ୍ଟେଟପୁଲରୁ ୫ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୪୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୫୨୯ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୪୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଶହେ ତଳକୁ ଖସିଲା କରୋନା ଆକ୍ରାନ୍ତ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ସାତ ମାସ ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ତଳକୁ ଖସିଛି। ଆଜି ୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୮ ଜଣ ଚିହ୍ନଟ ହୋଇଥିବାବେଳେ ୪୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୫୨୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୨୮୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୨୮୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୯୯ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୦, ଅନୁଗୁଳ ଜିଲ୍ଲାରୁ ୬, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରିରୁ ୧, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୪, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୯, ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୫, ନୂଆପଡାରୁ ୧୪, ଅନୁଗୁଳରୁ ୧୩, ପୁରୀରୁ ୧୩, ସମ୍ବଲପୁରରୁ ୧୨, ବରଗଡରୁ ୧୦, ବାଲେଶ୍ବରରୁ ୭, ଯାଜପୁରରୁ ୭, ଝାରସୁଗୁଡାରୁ ୬, ସୋନପୁରରୁ ୬, ଖୋର୍ଦ୍ଧାରୁ ୫, ଭଦ୍ରକରୁ ୪, କଟକରୁ ୪, ବଲାଙ୍ଗୀରିରୁ ୩, ଗଞ୍ଜାମରୁ ୨, କେନ୍ଦୁଝରରୁ ୨, ବୌଦ୍ଧରୁ ୧, ଗଜପତିରୁ ୧, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୧ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୨୮୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୪୩୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୮୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୬ ଜଣ ଚିହ୍ନଟ ହୋଇଥିବାବେଳେ ୫୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୪୩୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୧୪୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୩୨୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ମୋଟ୍‌ ୧୫୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୨, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରିରୁ ୩, କଟକ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୩, ଗଜପତି ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୯, କଳାହାଣ୍ଡି ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୨, କେନ୍ଦୁଝର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୬, ନବରଙ୍ଗପୁର ଜିଲ୍ଲାରୁ ୩, ନୂଆପଡ଼ା ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୭, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧୪, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୩, ଅନୁଗୁଳରୁ ୧୯, ପୁରୀରୁ ୧୯, ସମ୍ବଲପୁରରୁ ୧୯, ନୂଆପଡାରୁ ୧୮, ବରଗଡରୁ ୧୫, କଟକରୁ ୧୪, ବାଲେଶ୍ବରରୁ ୧୧, ଖୋର୍ଦ୍ଧାରୁ ୧୧, ଯାଜପୁରରୁ ୭, ଝାରସୁଗୁଡାରୁ ୪, କୋରାପୁଟରୁ ୪, ବଲାଙ୍ଗୀରିରୁ ୩, କେନ୍ଦ୍ରାପଡାରୁ ୩, ଗଜପତିରୁ ୩, ଗଞ୍ଜାମରୁ ୩, ନବରଙ୍ଗପୁରରୁ ୨, ବୌଦ୍ଧରୁ ୧, ଦେବଗଡରୁ ୧, କେନ୍ଦୁଝରରୁ ୧, ମାଲକାନାଗିରିରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୧ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୧୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୩୦୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୯୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୯ ଜଣ ଚିହ୍ନଟ ହୋଇଥିବାବେଳେ ୬୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୩୦୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୦ ହଜାର ୯୬୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୩୮୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୩ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ମୋଟ୍‌ ୧୫୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୨, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୧୮ ଜଣ, ଭଦ୍ରକ ଜିଲ୍ଲାରୁ ୭, ବଲାଙ୍ଗୀରିରୁ ୫, ବୌଦ୍ଧ ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୧୫ ଜଣ, ଦେବଗଡ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୩,  ଜଗତସିଂହପୁର ଜିଲ୍ଲାରୁ ୬, ଯାଜପୁର ଜିଲ୍ଲାରୁ ୬, ଝାରସୁଗୁଡା ଜିଲ୍ଲାରୁ ୮, କଳାହାଣ୍ଡି ଜିଲ୍ଲାରୁ ୬, କନ୍ଧମାଳ ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧, ନବରଙ୍ଗପୁର ଜିଲ୍ଲାରୁ ୨, ନୂଆପଡ଼ା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦, ସୋନପୁର ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୫ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଝାରସୁଗୁଡାରୁ ୩୩, ବରଗଡରୁ ୨୨, ସମ୍ବଲପୁରରୁ ୨୨, ସୁନ୍ଦରଗଡରୁ ୨୨, ପୁରୀରୁ ୧୪, ନୂଆପଡ଼ାରୁ ୧୩, ଖୋର୍ଦ୍ଧାରୁ ୧୦, କଟକରୁ ୮, ଯାଜପୁରରୁ ୮, ବାଲେଶ୍ବରରୁ ୭, କୋରାପୁଟରୁ ୬, ସୋନପୁରରୁ ୬, ଅନୁଗୁଳରୁ ୪, ଗଜପତିରୁ ୪, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, କଳାହାଣ୍ଡିରୁ ୨, ନୟାଗଡରୁ ୨, ବୌଦ୍ଧରୁ ୧, ଦେବଗଡ଼ରୁ ୧, କେନ୍ଦୁଝରରୁ ୧, ମୟୂରଭଞ୍ଜରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୦ ହଜାର ୯୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୧୫୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୨୩୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୯ ଜଣ ଚିହ୍ନଟ ହୋଇଥିବାବେଳେ ୬୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୨୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୦ ହଜାର ୫୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୫୧୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୨ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୧୫୪ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୯, ସୁନ୍ଦରଗଡ ଜିଲ୍ଲାରୁ ୧୮, ଅନୁଗୁଳରୁ ୧୦, ବାଲେଶ୍ଵର ଜିଲ୍ଲାରୁ ୧୧ ଜଣ, ବରଗଡ଼ ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୮, ବଲାଙ୍ଗୀରି ଜିଲ୍ଲାରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୫, ଯାଜପୁର ଜିଲ୍ଲାରୁ ୬, ଝାରସୁଗୁଡା ଜିଲ୍ଲାରୁ ୬, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ନୟାଗଡ ଜିଲ୍ଲାରୁ ୧, ନୂଆପଡ଼ା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୮, ସୋନପୁର ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।