Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୦, ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୭, ପୁରୀରୁ ୬, ବଲାଙ୍ଗୀରିରୁ ୨, ଝାରସୁଗୁଡାରୁ ୨, ମାଲକାନାଗିରିରୁ ୨, ମୟୂରଭଞ୍ଜରୁ ୨, ବରଗଡରୁ ୧, ବରଗଡରୁ ୧, ଭଦ୍ରକରୁ ୧, ଗଞ୍ଜାମରୁ ୧, କଳାହାଣ୍ଡିରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୧୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୬୨ କୁ ବୃଦ୍ଧି ହୋଇଛି। ତେବେ ୫୬୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୫, କଟକରୁ ୧୩, ସୁନ୍ଦରଗଡରୁ ୧୧, ଅନୁଗୁଳରୁ ୮, ପୁରୀରୁ ୬, ବରଗଡରୁ ୫, ଭଦ୍ରକରୁ ୫, କେନ୍ଦୁଝରରୁ ୫, ନୂଆପଡାରୁ ୫, ଦେବଗଡରୁ ୪, ଝାରସୁଗୁଡ଼ାରୁ ୪, ବାଲେଶ୍ବରରୁ ୩, କନ୍ଧମାଳରୁ ୩, ସମ୍ବଲପୁରରୁ ୩, ବଲାଙ୍ଗୀରିରୁ ୧, ଗଞ୍ଜାମରୁ ୧, କେନ୍ଦ୍ରାପଡ଼ାରୁ ୧, କୋରାପୁଟରୁ ୧, ମୟୂରଭଞ୍ଜରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୮୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୬୦ କୁ ବୃଦ୍ଧି ହୋଇଛି। ତେବେ ୬୦୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ଖଣି ଓ ଧାତବ ଶିଳ୍ପ ଉପରେ ଓଡିଶା ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାକୁ ଯାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଆଜି ମିଳିତ ଭାବରେ ଓଡିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ଏହି ଦୁଇଟି ଖଣିରୁ ଉତ୍ପାଦନ ଦ୍ବାରା ଲୁହାପଥର ବଜାରରେ ସ୍ଥିରତା ଆସିବା ସହ ଶିଳ୍ପର ଯୋଗାଣ ଚାହିଦା ମେଣ୍ଟାଇବାରେ ସହାୟକ ହେବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶା ସବୁବେଳେ ଖଣି ସଂପର୍କିତ କ୍ଷେତ୍ରରେ ଅନେକ ଆଗୁଆ ପଦକ୍ଷେପ ନେଇଛି।

ଏହି କ୍ଷେତ୍ରରେ ସ୍ବଚ୍ଛତା ପାଇଁ ଲୁହାପଥର ପରିବହନର ତଦାରଖ ନିମନ୍ତେ ୧ ୩ MS System ଆରମ୍ଭ କରାଯାଇଛି ଏବଂ ଗତ କିଛି ବର୍ଷ ମଧ୍ୟରେ ଅନେକ ବଡ ବଡ ଖଣିର ନିଲାମ ପ୍ରକ୍ରିୟା ସଫଳତାର ସହ କରାଯାଇଛି।

ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶାରେ ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇସ୍ପାତ, ଆଲୁମିନିୟମ ଓ ଅନ୍ୟ ଧାତବ ଶିଳ୍ପ କ୍ଷେତ୍ରରେ ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାର ଦକ୍ଷତା ଓଡିଶାର ରହିଛି।

ରାଜ୍ୟର ଶିଳ୍ପ ଅନୁକୂଳ ପଦକ୍ଷେପ ପୁଞ୍ଜି ବିନିଯୋଗକୁ ଉତ୍ସାହିତ କରିଛି। ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ରାଜ୍ୟର ବିପୁଳ ସମ୍ଭାବନାକୁ ବାସ୍ତବ ରୂପ ଦେବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ମିଳିତ ଭାବେ କାର୍ଯ୍ୟ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ।

ଖଣି କ୍ଷେତ୍ରରେ ସଂସ୍କାରକୁ ରାଜ୍ୟ ସରକାର ସବୁବେଳେ ସମର୍ଥନ ଦେଇଆସିଛନ୍ତି ଏବଂ ଏହାଦ୍ବାରା ଉଭୟ କେନ୍ଦ୍ର ଓ ରାଜ୍ୟ ଲାଭବାନ ହେବେ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ।

ଏହି ଦୁଇଟି ଖଣିକୁ ଓମିସିକୁ ଆବଣ୍ଟନ କରିବା ଏବଂ ଅଳ୍ପ ସମୟ ମଧ୍ୟରେ ବିଭିନ୍ନ ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀ ଯୋଶୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ସେହିପରି ଓମିସି ମଧ୍ୟ ଏହି ଖଣି ଦୁଇଟିକୁ କାର୍ଯ୍ୟକ୍ଷମ କରିବା ପାଇଁ ତ୍ବରିତ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଓମିସିକୁ ସାଧୁବାଦ ଜଣାଇଥିଲେ।

ଏହି ଅବସରରେ ଉଦ୍‌ବୋଧନ ଦେଇ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଥିଲେ ଯେ ଓଡିଣା ଖଣିଜ ସଂପଦରେ ସମୃଦ୍ଧ। ତେଣୁ କେନ୍ଦ୍ର ଓ ରାଜ୍ୟ ପରସ୍ପର ମଧ୍ୟରେ ସହଯୋଗ ରଖି କାମ କଲେ ଉଭୟ ରାଜ୍ୟ ଓ ଦେଶର ଅର୍ଥନୀତି ସମୃଦ୍ଧ ହେବ।

ଏହି ଦୁଇଟି ନୂଆ ଖଣିରୁ ରାଜ୍ୟ ସରକାର ବାର୍ଷିକ ୪ ରୁ ୫ ହଜାର କୋଟି ଟଙ୍କା ରାଜସ୍ବ ଭାବରେ ପାଇବେ ଏବଂ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଶ୍ରୀ ଯୋଶୀ କରିଥିଲେ।

ଏହାସହିତ ଲୁହାପଥର ବଜାରରେ ଦେଖା ଦେଇଥିବା ଅଭାବ ଦୂର କରିବାରେ ମଧ୍ୟ ସହାୟକ ହେବ ବୋଲି ଶ୍ରୀ ଯୋଶୀ କହିଥିଲେ।

ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟର ସହଯୋଗ ଦେଶର ଅର୍ଥନୀତିରେ ସମୃଦ୍ଧିର ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ କହିଥିଲେ।

ଉଦ୍‌ଘାଟନ ଉତ୍ସବରେ ଉପସ୍ଥିତ ରାଜ୍ୟ ଖଣି, ଇସ୍ପାତ ଓ ପୂତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଗୁଆଳି ଓ ଜିଲିଙ୍ଗ ଲାଙ୍ଗଲୋଟା ଖଣି ଦୁଇଟିରୁ ଉତ୍ପାଦନ ପାଇଁ କେନ୍ଦ୍ର ଓ ରାଜ୍ୟ ସମନ୍ବୟ ରଖି କାର୍ଯ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଶ୍ରୀ ଅଶ୍ବିନୀ ବୈଷ୍ଣବ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ପ୍ରମୁଖ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

ଖଣି ନିଗମର ଅଧ୍ୟକ୍ଷ ସୁରେନ୍ଦ୍ର କୁମାର ସ୍ବାଗତ ଭାଷଣ ଦେଇଥିଲେ ଏବଂ ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବଲୱନ୍ତ ସିଂ ଧନ୍ୟବାଦ ଜଣାଇଥିଲେ।

ସୂଚନାଯୋଗ୍ୟ ଯେ କେନ୍ଦୁଝର ଜିଲ୍ଲାର ଏହି ଖଣି ଦୁଇଟିରୁ ବାର୍ଷିକ ୧୨ ବିଲିଅନ ଟନ୍‌ ଲୁହାପଥର ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି।

ଜିଲ୍‌ଙ୍ଗ ଲାଙ୍ଗଲୋଟା ୭୯.୧୨ ମେଟ୍ରିକଟନ ଲୁହାପଥର ଥିବାବେଳେ ଏଥିରୁ ବାର୍ଷିକ ୬.୨୮ ମିଲିଅନ ଟନ୍‌ ଉତ୍ପାଦନ ପାଇଁ ପରିବେଶ ମଞ୍ଜୁରୀ ମିଳିଛି।

ସେହିପରି ୧୯୪.୯୪ ମେଟ୍ରିକଟନ ଲୁହାପଥର ଥିବା ଗୁଆଳି ଖଣିରୁ ବାର୍ଷିକ ୫.୭ ମିଲିଅନ ଟନ୍‌ ଲୁହାପଥର ଉତ୍ତୋଳନ ପାଇଁ ପରିବେଶ ମଞ୍ଜୁରୀ ମିଳିଛି । ଓଡିଶା ଖଣି ନିଗମ ଦ୍ରୁତ ଅଭିବୃଦ୍ଧି କରୁଥିବା ଦେଶର ଏକ ଖଣି କମ୍ପାନୀ ଅଟେ।

ଏହି ଦୁଇଟି ନୂଆ ଖଣି ପାଇବା ପରେ ଓମିସିର ବାର୍ଷିକ ଉତ୍ପାଦନ ୨୦ ବିଲିଅନ ଟନ୍‌ରେ ପହଞ୍ଚିବ ବୋଲି ଆଶା କରାଯାଉଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୯ ଜଣ ଚିହ୍ନଟ ହୋଇଥିବାବେଳେ ୨୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୬୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୭୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୦୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୩ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୬୩ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୦, ସମ୍ବଲପୁର ଜିଲ୍ଲାରୁ ୬, ପୁରୀ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବରଗଡ ଜିଲ୍ଲାରୁ ୭ ଜଣ, ଭଦ୍ରକ ଜିଲ୍ଲାରୁ ୨ ଜଣ, ବୌଦ୍ଧରୁ ୧, ଦେବଗଡ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜ୍ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୬, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୬, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୩, ଏବଂ ରାୟଗଡା ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୧, ଯାଜପୁରରୁ ୭, ବାଲେଶ୍ବରରୁ ୬, ବରଗଡରୁ ୬, କେନ୍ଦୁଝରରୁ ୬, ପୁରୀରୁ ୬, ଖୋର୍ଦ୍ଧାରୁ ୫, ମୟୂରଭଞ୍ଜରୁ ୫, କଟକରୁ ୪, ବୌଦ୍ଧରୁ ୩, ବଲାଙ୍ଗୀରିରୁ ୨, ଜଗତସିଂହପୁରରୁ ୨, ନୂଆପଡାରୁ ୨, ରାୟଗଡାରୁ ୨, ସମ୍ବଲପୁରରୁ ୨, ଅନୁଗୁଳରୁ ୧, ଭଦ୍ରକରୁ ୧, ଦେବଗଡରୁ ୧, ଢେଙ୍କାନାଳରୁ ୧, ଗଞ୍ଜାମରୁ ୧, ଝାରସୁଗୁଡାରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୭୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୯୭ କୁ ବୃଦ୍ଧି ହୋଇଛି। ତେବେ ୬୪୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ସନ୍ତାକାଲିଠାରୁ ବିଧାନସଭା ବଜେଟ ଅଧିବେଶନ: ଏଥର ରହିବ ପ୍ରଶ୍ନକାଳ ଏବଂ ଶୂନ୍ୟ କାଳ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଆଜି ବିଧାନସଭାର କନଫରେନ୍ସ ହଲରେ ଏନେଇ ସର୍ବାଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତିଙ୍କ ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସର୍ବାଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅଧିବେଶନ ଲାଗି ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା। ଚଳିତ ଅଧିବେଶନରେ ପ୍ରଶ୍ନକାଳ ଓ ଶୂନ୍ୟ କାଳ ରହିବ। ମୁଲତବୀ ପ୍ରସ୍ତାବ ଆଲୋଚନା ଦେଢ଼ ଘଣ୍ଟା ଚାଲିବା ପାଇଁ ଏହି ବୈଠକରେ ନିଷ୍ପତ୍ତି ହୋଇଛି। ପୂର୍ବ ପରି ଗୃହ କାର୍ଯ୍ୟ ଦୈନିକ ସାଢେ ୪ଘଣ୍ଟା ଚାଲିବ। ପ୍ରଥମ ପର୍ଯ୍ୟାୟ ୧୦ଟା ୩୦ରୁ ଅପରାହ୍ଣ ୧ ଟାଏ ପର୍ଯ୍ୟନ୍ତ ଚାଲିବ। ଏବଂ ଦ୍ୱିତୀୟ ପର୍ଯ୍ୟାୟ ଅପରାହ୍ନ ୪ଟାରୁ ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଚାଲିବ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୬ ଜଣ ଚିହ୍ନଟ ହୋଇଥିବାବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୯୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୭୦୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୩୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୨ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୭ ଟି ଜିଲ୍ଲାରୁ ମୋଟ୍‌ ୭୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୧, ସମ୍ବଲପୁର ଜିଲ୍ଲାରୁ ୯, ପୁରୀ ଜିଲ୍ଲାରୁ ୨, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜ୍ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୩, ନୂଆପଡା ଜିଲ୍ଲାରୁ ୨, ରାୟଗଡା ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୪, ମୟୂରଭଞ୍ଜରୁ ୭, ଝାରସୁଗୁଡାରୁ ୬, ବାଲେଶ୍ବରରୁ ୫, କଟକରୁ ୫, ବରଗଡରୁ ୪, ଅନୁଗୁଳରୁ ୩, ବଲାଙ୍ଗୀରିରୁ ୩, କଳାହାଣ୍ଡିରୁ ୩, କେନ୍ଦୁଝରରୁ ୩, ପୁରୀରୁ ୩, ରାୟଗଡ଼ାରୁ ୩, ନୂଆପଡାରୁ ୨, ଖୋର୍ଦ୍ଧାରୁ ୧, ସମ୍ବଲପୁରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୭୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨୨ କୁ ବୃଦ୍ଧି ହୋଇଛି। ତେବେ ୬୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନାରେ ଆଖି ବୁଜିଲେ ଆଉ ଜଣେ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୧୨କୁ ବୃଦ୍ଧି

ଭୁବନେଶ୍ବର: ଆଜି କରୋନାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୋଟ ମୃତକଙ୍କ ସଂଖ୍ୟା ୧୯୧୨କୁ ବୃଦ୍ଧି ହୋଇଛି। ଆଜି କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେ ଜଣେ ମହିଳା ଏବଂ ତାଙ୍କର ବୟସ ୭୩ ବର୍ଷ। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨ ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୬୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୨୦ ଜଣ।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬ ଜଣ ଚିହ୍ନଟ ହୋଇଥିବାବେଳେ ୨୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୬୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୫ ଟି ଜିଲ୍ଲାରୁ ମୋଟ୍‌ ୬୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ପୁରୀ ଜିଲ୍ଲାରୁ ୧୩, ବରଗଡ ଜିଲ୍ଲାରୁ ୧, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫, କଟକ ଜିଲ୍ଲାରୁ ୨, ଯାଜପୁର ଜ୍ଜିଲ୍ଲାରୁ ୧, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୯, ସୁନ୍ଦରଗଡ ଜିଲ୍ଲାରୁ ୯ ଜଣ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୫, ପୁରୀରୁ ୧୧, ସମ୍ବଲପୁରରୁ ୯, ବରଗଡରୁ ୬, କଟକରୁ ୬, ଯାଜପୁରରୁ ୬, ଖୋର୍ଦ୍ଧାରୁ ୫, ବଲାଙ୍ଗୀରିରୁ ୪, ମୟୂରଭଞ୍ଜରୁ ୪, ବାଲେଶ୍ବରରୁ ୩, ଅନୁଗୁଳରୁ ୨, ଦେବଗଡ଼ରୁ ୨, ଝାରସୁଗୁଡାରୁ ୨, ନୂଆପଡାରୁ ୨, ରାୟଗଡ଼ାରୁ ୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, କଳାହାଣ୍ଡିରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୬୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୬୨ କୁ ବୃଦ୍ଧି ହୋଇଛି। ତେବେ ୫୭୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ୩୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୫୫୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୪୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୮୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୭ ଜଣ, ବରଗଡ ଜିଲ୍ଲାରୁ ୧୦ ଜଣ, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଯାଜପୁର ଜ୍ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୩, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୭, ନୟାଗଡ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୯, ସମ୍ବଲପୁର ଜିଲ୍ଲାରୁ ୪, ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ଓଡ଼ିଶାର ଆଉ ୨୫ ନଗର ଓ ସହରକୁ ସଂପ୍ରସାରିତ କଲା ଜିଓଫାଇବର୍ ବ୍ରଡବ୍ୟାଣ୍ଡ୍ ସେବା 

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ପ୍ରମୁଖ ନଗର ଓ ସହରଗୁଡିକରେ ତାହାର ଦ୍ରୁତ ସମ୍ପ୍ରସାରଣ ଜାରି ରଖି ଦେଶର ସର୍ବାଧିକ ଲୋକପ୍ରିୟ ହାଇ-ସ୍ପିଡ ବ୍ରଡବ୍ୟାଣ୍ଡ୍ ସେବା ଜିଓଫାଇବର୍ ସମ୍ପ୍ରତି ରାଜ୍ୟର ୨୫ଟି ପ୍ରମୁଖ ନଗର ଓ ସହରର ଗୁରୁତ୍ୱପୂର୍ଣ୍ଣ ଅଂଚଳରେ ସେବା ପ୍ରଦାନ ଆରମ୍ଭ କରିଛିି।

ନିକଟରେ ଖୋର୍ଦ୍ଧା, ବ୍ରହ୍ମପୁର, ବାଲେଶ୍ୱର ଏବଂ ଜୟପୁର ସହରରେ ଜିଓଫାଇବର ବ୍ରଡବ୍ୟାଣ୍ଡ୍ ସେବା ଆରମ୍ଭ ହେବା ସହିତ ଜିଓଫାଇବର ଏବେ ଭୁବନେଶ୍ୱର, କଟକ, ପୁରୀ, ଜଟଣି, ଅନୁଗୁଳ, ସମ୍ବଲପୁର, ରାଉରକେଲା, ଝାରସୁଗୁଡା, ବେଲପାହାଡ, ବ୍ରଜରାଜନଗର, ସୁନ୍ଦରଗଡ, ବଲାଙ୍ଗୀର, କେନ୍ଦୁଝର, ଭବାନିପାଟଣା, କୋରାପୁଟ, ରାୟଗଡା, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର ରୋଡ, ଭଦ୍ରକ, ତାଳଚେର, ଖୋର୍ଦ୍ଧା, ବ୍ରହ୍ମପୁର, ବାଲେଶ୍ୱର ଏବଂ ଜୟପୁର ସହରର ପ୍ରମୁଖ ଅଂଚଳରେ ଉପଲବ୍ଧ ହେଉଛି ଏବଂ ରାଜ୍ୟର ଅନ୍ୟ ପ୍ରମୁଖ ନଗର ଓ ସହରାଂଚଳକୁ ତାହାର ସେବାର ଦ୍ରୁତ ସମ୍ପ୍ରସାରଣ ଜାରି ରଖିଛି।

ବ୍ରହ୍ମପୁର ସହରରେ ଜିଓଫାଇବର ସେବା ଏବେ ଆଙ୍କୁଲି, ନିଗମ ନଗର, କମାପଲ୍ଲି, ଅଶୋକ ନଗର, ରାମହରି ନଗର, ଅରବିନ୍ଦ ନଗର ଏବଂ ନିକଟବର୍ତ୍ତୀ ଅଂଚଳରେ ଉପଲବ୍ଧ ହେଉଥିବାବେଳେ ସହରର ଅନ୍ୟାନ୍ୟ ସ୍ଥାନକୁ ସମ୍ପ୍ରସାରଣ ଜାରି ରହିଛି। ଅନୁରୂପ ଭାବେ ଖୋର୍ଦ୍ଧା ସହରରେ ଜିଓଫାଇବର ସମ୍ପ୍ରତି ଶ୍ରୀରାମ ନଗର, ମଙ୍ଗଳନଗର, ବିଡିଏ କଲୋନି ଏବଂ ନୂଆ ବସ୍‌ଷ୍ଟାଣ୍ଡ ଅଂଚଳରେ ଉପଲବ୍ଧ ହୋଇଛି। କୋରାପୁଟ ଜିଲାର ଜୟପୁର ସହରରେ ଜିଓଫାଇବର ପ୍ରଥମ ପର୍ଯ୍ୟାୟରେ ପିଆର ପେଟା, ବ୍ୟାଙ୍କ କଲୋନି, କୁମ୍ଭାର ସାହି, ବିକ୍ରମ ନଗର, ଲାଲ୍ ଷ୍ଟ୍ରିଟ, କେସିସି ବ୍ୟାଙ୍କ ଜଙ୍କ୍‌ସନ ଏବଂ ନିକଟବର୍ତ୍ତୀ ଅଂଚଳରେ ଉପଲବ୍ଧ ହେଉଛି।

ଅନୁରୂପ ଭାବେ ବାଲେଶ୍ୱରରେ ତାହାର ସମ୍ପ୍ରସାରଣ ଅଭିଯାନ ଜାରିରଖି ଜିଓଫାଇବର ସେବା ଏବେ ସେଣ୍ଟ୍ରାଲ ସ୍କୁଲ ଛକ, ଭୋଇ ସାହି ଏବଂ ନିକଟବର୍ତ୍ତୀ ଅଂଚଳରେ ଉପଲବ୍ଧ ହୋଇଛି ଏବଂ ଆଗାମୀ କିଛି ସପ୍ତାହ ମଧ୍ୟରେ ସହରର ଅନ୍ୟ ଅଂଚଳକୁ ଦ୍ରୁତ ସମ୍ପ୍ରସାରିତ ହେବା ଆଶା କରାଯାଉଛି।

ଜିଓଫାଇବର୍‌ର ପରିବର୍ଦ୍ଧିତ ଉପସ୍ଥିତି ହଜାର ହଜାର ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କୁ ଶିକ୍ଷା କ୍ଷେତ୍ରରେ ସହାୟକ ହେବା ସହିତ ନିର୍ଭରଯୋଗ୍ୟ ଏବଂ ତ୍ରୁଟିଶୂନ୍ୟ ହାଇସ୍ପିଡ ବ୍ରଡବ୍ୟାଣ୍ଡ ଇଂଟରନେଟ୍‌ର ଲାଭ ପହଂଚାଇଛି। ଶତାଧିକ ପ୍ରଫେସନାଲ ବିଶେଷକରି ଆଇଟି ଏବଂ ଅନ୍ୟ ସେବା କ୍ଷେତ୍ରର ପ୍ରଫେସନାଲମାନେ ରାଜ୍ୟରେ ସେମାନଙ୍କ ନିଜଘରେ ରହି ସୁରୁଖୁରୁରେ ନିରନ୍ତର କାର୍ଯ୍ୟ କରିପାରୁଛନ୍ତି। ଏହିସବୁ ସହରରେ ଅନେକ କ୍ଷୁଦ୍ର ଉଦ୍ୟୋଗ ଏବଂ ଶିକ୍ଷା ପ୍ରତିଷ୍ଠାନ ସେମାନଙ୍କର ନିଜସ୍ୱ ବ୍ୟବସାୟ ଓ ବୃତ୍ତିର ଚାହିଦା ମୁତାବକ ଡିଜିଟାଲ ମୋଡ୍‌କୁ ଆପଣେଇ ନେଇଛନ୍ତି।

ଜିଓଫାଇବର ଓଡ଼ିଶାରେ ବ୍ୟକ୍ତିବିଶେଷଙ୍କ ଠାରୁ ଆରମ୍ଭ କରି କ୍ଷୁଦ୍ର ଓ ବୃହତ ଉଦ୍ୟୋଗ ଏବଂ ବିଭିନ୍ନ କ୍ଷେତ୍ରର ପ୍ରଫେସନାଲଙ୍କ ଆବଶ୍ୟକତା ପୂରଣ କରୁଛି ଏବଂ ଅସୀମିତ ମନୋରଂଜନ, ଖବର, ସ୍ୱାସ୍ଥ୍ୟ ଏବଂ ଶିକ୍ଷା ପ୍ଲାଟଫର୍ମର ସୁଯୋଗ ଯୋଗାଇଦେଇ ସେମାନଙ୍କୁ ସମୃଦ୍ଧ ଅନୁଭୂ୍‌ତି ପ୍ରଦାନ କରୁଛି। ଜିଓଫାଇବର୍‌ର ଆକର୍ଷଣୀୟ ପ୍ଲାନ୍ ବାସ୍ତବରେ ଅସୀମିତ ଇଂଟରନେଟ, ଅସୀମିତ ଭଏସ କଲିଂ, ସମ ବେଗ (ଅପ୍‌ଲୋଡ ସ୍ପିଡ= ଡାଉନଲୋଡ ସ୍ପିଡ) ଏବଂ ମାତ୍ର ୩୯୯ ଟଙ୍କାରୁ ଆରମ୍ଭ ହେଉଥିବା ସୁଲଭ ପ୍ଲାନ୍ ସହିତ ଆସୁଛି।

ଜିଓଫାଇବର ମଧ୍ୟ ତାହାର ନୂଆ ଗ୍ରାହକଙ୍କ ପାଇଁ ସମ୍ପୂର୍ଣ୍ଣ ନୂତନ ପ୍ରୟାସ ‘ନୋ କଣ୍ଡିସନ ୩୦-ଡେ ଫ୍ରି ଟ୍ରାଏଲ’ ଅଫର୍ ଦେଉଛି, ଯେଉଁଥିରେ ଏହା ଗ୍ରାହକଙ୍କୁ ୧୫୦ ଏମବିପିଏସ୍ ସ୍ପିଡ୍‌ରେ ଅସୀମିତ ଇଂଟରନେଟ ସହିତ ୧୩ଟି ପ୍ରିମିୟମ ଓଟିଟି ଆପ୍ ମାଗଣାରେ ୩୦ଦିନ ପାଇଁ ଯୋଗାଇ ଦେଉଛି। ମାଗଣା ଟ୍ରାଏଲ ପରେ ଗ୍ରାହକ ଯଦି ଚାହାନ୍ତି ତେବେ କମ୍ପାନୀ ବିନା କୌଣସି ସର୍ତ୍ତରେ ତାହା ଫେରାଇନେବା ବିକଳ୍ପ ମଧ୍ୟ ରଖିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୬, ଅନୁଗୁଳରୁ ୯, ଖୋର୍ଦ୍ଧାରୁ ୯, ପୁରୀରୁ ୮, କଟକରୁ ୬, ଯାଜପୁରରୁ ୬, ସମ୍ବଲପୁରରୁ ୬, ବଲାଙ୍ଗୀରିରୁ ୫, ମୟୂରଭଞ୍ଜରୁ ୪, ଦେବଗଡ଼ରୁ ୩, ଗଜପତିରୁ ୩, ଝାରସୁଗୁଡ଼ାରୁ ୩, ବରଗଡରୁ ୨, ଢେଙ୍କାନାଳରୁ ୨, କେନ୍ଦୁଝରରୁ ୨, ରାୟଗଡ଼ାରୁ ୨, ନୂଆପଡ଼ାରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୪୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୦୧ କୁ ବୃଦ୍ଧି ହୋଇଛି। ତେବେ ୬୮୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୫୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୪ ଜଣ ଚିହ୍ନଟ ହୋଇଥିବାବେଳେ ୨୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୦୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୩୫୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୫ ଟି ଜିଲ୍ଲାରୁ ମୋଟ୍‌ ୫୯ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଏବଂ ବରଗଡ ଜିଲ୍ଲାରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୭, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୨, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୬,   ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୩ ଜଣ ଏବଂ ସମ୍ବଲପୁର ଜିଲ୍ଲାରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୧, ମୟୂରଭଞ୍ଜରୁ ୯, ବାଲେଶ୍ବରରୁ ୬, ବରଗଡରୁ ୬, କଟକରୁ ୬, ଅନୁଗୁଳରୁ ୫, ଖୋର୍ଦ୍ଧାରୁ ୫, ସମ୍ବଲପୁରରୁ ୪, ଗଜପତିରୁ ୩, ରାୟଗଡ଼ାରୁ ୩, ଗଞ୍ଜାମରୁ ୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, ନୂଆପଡ଼ାରୁ ୨, ବଲାଙ୍ଗୀରିରୁ ୧, ଦେବଗଡ଼ରୁ ୧, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୧  ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୩୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୨ କୁ ବୃଦ୍ଧି ହୋଇଛି। ତେବେ ୭୨୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସୁନ୍ଦରଗଡ, ପୁରୀ ଏବଂ ଖୋର୍ଦ୍ଧାରୁ ୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବରଗଡରୁ ୭, ଯାଜପୁରରୁ ୫, ସମ୍ବଲପୁରରୁ ୫, ବାଲେଶ୍ବରରୁ ୩, କଟକରୁ ୩, ଅନୁଗୁଳରୁ ୨, ଗଞ୍ଜାମରୁ ୨, କେନ୍ଦୁଝରରୁ ୨, ବଲାଙ୍ଗୀରିରୁ ୧, ଦେବଗଡ଼ରୁ ୧, ଜଗତସିଂହପୁରରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୨୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୯୮୪ କୁ ବୃଦ୍ଧି ହୋଇଛି। ତେବେ ୭୪୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୬ ଜଣ ଚିହ୍ନଟ ହୋଇଥିବାବେଳେ ୩୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୯୮୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୨୨୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୦୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୯୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୦ ଜଣ, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ ଜିଲ୍ଲାରୁ ୪, ବଲାଙ୍ଗୀରି ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୧୧, ବୌଦ୍ଧ ଜିଲ୍ଲାରୁ ୨, ଦେବଗଡ ଜିଲ୍ଲାରୁ ୫, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୨, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୨, କେନ୍ଦୁଝର ଜିଲ୍ଲାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୪,  କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩, ନୂଆପଡା ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୯, ସମ୍ବଲପୁର ଜିଲ୍ଲାରୁ ୭ ଜଣ ଏବଂ ଷ୍ଟେଟ ପୁଲରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୩, ସୁନ୍ଦରଗଡରୁ ୧୦, ବାଲେଶ୍ବରରୁ ୭, ବରଗଡରୁ ୫, ଝାରସୁଗୁଡ଼ାରୁ ୫, ନୂଆପଡ଼ାରୁ ୫, ସମ୍ବଲପୁରରୁ ୫, କଟକରୁ ୪, ପୁରୀରୁ ୪, ସୋନପୁରରୁ ୪, ରାୟଗଡ଼ାରୁ ୩, ଗଞ୍ଜାମରୁ ୨, ମୟୂରଭଞ୍ଜରୁ ୨, ଯାଜପୁରରୁ ୨, ଅନୁଗୁଳରୁ ୧, ବଲାଙ୍ଗୀରିରୁ ୧, ଦେବଗଡ଼ରୁ ୧, ଜଗତସିଂହପୁରରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୨୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୮୮୯ କୁ ବୃଦ୍ଧି ହୋଇଛି। ତେବେ ୬୨୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୪ ଜଣ ଚିହ୍ନଟ ହୋଇଥିବାବେଳେ ୩୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୮୮୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୧୩୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୧୦୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ବରଗଡ ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୯, ବୌଦ୍ଧ ଜିଲ୍ଲାରୁ ୨, ଦେବଗଡ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୪, କେନ୍ଦୁଝର ଜିଲ୍ଲାରୁ ୬, ଖୋର୍ଦ୍ଧା ଜିଲ୍ଲାରୁ ୬, କେନ୍ଦୁଝର ଜିଲ୍ଲାରୁ ୬, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୭, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୮ ଜଣ ଏବଂ ସୋନପୁର ଜିଲ୍ଲାରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୩ ଜଣ ଚିହ୍ନଟ ହୋଇଥିବାବେଳେ ୪୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୯୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୩୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୨ ଟି ଜିଲ୍ଲାରୁ ମୋଟ୍‌ ୧୦୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ ଜିଲ୍ଲାରୁ ୫ ଜଣ, ଭଦ୍ରକ ଜିଲ୍ଲାରୁ ୫, ବଲାଙ୍ଗୀରି ଜିଲ୍ଲାରୁ ୩, କଟକ ଜିଲ୍ଲାରୁ ୧୩, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧,  ଯାଜପୁର ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୧୩, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୫, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୭, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।