Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ୫୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୮୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୦ ହଜାର ୩୨୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୫୮୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୨ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୧୪୩ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ପୁରୀ ଜିଲ୍ଲାରୁ ୨୩, ସୁନ୍ଦରଗଡ ଜିଲ୍ଲାରୁ ୧୬, ଅନୁଗୁଳରୁ ୧୩, ବାଲେଶ୍ଵର ଜିଲ୍ଲାରୁ ୮ ଜଣ, ବରଗଡ଼ ଜିଲ୍ଲାରୁ ୧୨ ଜଣ, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୬ ଜଣ, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୫, ଝାରସୁଗୁଡା ଜିଲ୍ଲାରୁ ୫, କଳାହାଣ୍ଡି ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୨, କେନ୍ଦୁଝର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, କୋରାପୁଟ ଜିଲ୍ଲାରୁ ୨, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୪ ଜଣ, ସମ୍ବଲପୁରରୁ ୧୬, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୯୩ ଜଣ ଚିହ୍ନଟ ହୋଇଥିବାବେଳେ ୬୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୭୨୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୫୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୭୧୭ ଜଣ।

ସେହିପରି ରାଜ୍ୟରୁ ଆଉ ଜଣେ କରୋନା ଆକ୍ରାନ୍ତ ଆଜି ମୃତ୍ୟୁବରଣ କରିଛନ୍ତି। ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୨ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ମୋଟ୍‌ ୧୫୭ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୦, ଅନୁଗୁଳରୁ ୮, ବାଲେଶ୍ଵର ଜିଲ୍ଲାରୁ ୧୨ ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରିରୁ ଜିଲ୍ଲାରୁ ୩, ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୫ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୮, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୨, କନ୍ଧମାଳ ଜିଲ୍ଲାରୁ ୧,  ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ, କୋରାପୁଟ ଜିଲ୍ଲାରୁ ୨, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୂଆପଡ଼ା ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ୧୨୦ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁରରୁ ୧୮, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୫୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୪୦ ଜଣ, କଟକରୁ ୨୪, ସମ୍ବଲପୁରରୁ ୨୧, ଅନୁଗୁଳରୁ ୧୮, ବରଗଡ଼ରୁ ୧୮, ଝାରସୁଗୁଡ଼ାରୁ ୧୮, ବଲାଙ୍ଗୀରରୁ ୧୬, ପୁରୀରୁ ୧୨, ଖୋର୍ଦ୍ଧାରୁ ୧୦, ଯାଜପୁରରୁ ୯, କେନ୍ଦୁଝରରୁ ୮, ମୟୂରଭଞ୍ଜରୁ ୮, ରାୟଗଡ଼ା ଜିଲ୍ଲାରୁ ୮, ଗଜପତିରୁ ୭, ଭଦ୍ରକରୁ ୬, କୋରାପୁଟରୁ ୬, ନୂଆପଡ଼ାରୁ ୫, କଳାହାଣ୍ଡିରୁ ୩, ସୁବର୍ଣ୍ଣପୁରରୁ ୩, ବାଲେଶ୍ବରରୁ ୨, କେନ୍ଦ୍ରାପଡ଼ାରୁ ୨, ବୌଦ୍ଧରୁ ଜଣେ, ଦେବଗଡ଼ରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ଜଣେ ଓ ଷ୍ଟେଟପୁଲରୁ ୨ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୦ ହଜାର ୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୫୬୬ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୫୬୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୨ ଜଣ ଚିହ୍ନଟ ହୋଇଥିବାବେଳେ ୫୦ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୫୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୯ ହଜାର ୮୦୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୮୧୦ ଜଣ।

ସେହିପରି ରାଜ୍ୟରୁ ଆଉ ଜଣେ କରୋନା ଆକ୍ରାନ୍ତ ଆଜି ମୃତ୍ୟୁବରଣ କରିଛନ୍ତି। ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୨ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୧୨୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୬, ଅନୁଗୁଳରୁ ୧୦, ବାଲେଶ୍ଵର ଜିଲ୍ଲାରୁ ୧ ଜଣ, ବରଗଡ଼ ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୫, ବଲାଙ୍ଗୀରିରୁ ଜିଲ୍ଲାରୁ ୨, କଟକରୁ ୩ ଜଣ, ଦେବଗଡ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୨, ଝାରସୁଗୁଡା ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, ନୂଆପଡ଼ା ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୧୭ ଜଣ, ସମ୍ବଲପୁରରୁ ୨୩, ସୋନପୁର ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୫୫ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୫୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଗଜପତି ଏବଂ ଖୋର୍ଦ୍ଧାରୁ ୨୩ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗୀରିରୁ ୧୯, ଅନୁଗୁଳରୁ ୧୬, ଝାରସୁଗୁଡାରୁ ୧୬, ସମ୍ବଲପୁରରୁ ୧୬, ବରଗଡରୁ ୧୫, କେନ୍ଦୁଝରରୁ ୧୩, ମୟୂରଭଞ୍ଜରୁ ୧୨, ଯାଜପୁରରୁ ୧୦, କଟକରୁ ୯, ପୁରୀରୁ ୯, କଳାହାଣ୍ଡିରୁ ୮, ମାଲକାନାଗିରିରୁ ୮, ସୁନ୍ଦରଗଡରୁ ୮, କୋରାପୁଟରୁ ୬, ରାୟଗଡ଼ାରୁ ୬, ଦେବଗଡ଼ରୁ ୫, କେନ୍ଦ୍ରାପଡ଼ାରୁ ୫, ନୂଆପଡ଼ାରୁ ୪, ବୌଦ୍ଧରୁ ୩, ଢେଙ୍କାନାଳରୁ ୩, ସୋନପୁରରୁ ୩, ବାଲେଶ୍ବରରୁ ୨, ଭଦ୍ରକରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୯ ହଜାର ୮୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୪୪୪ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୬୮୯ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଘୋଷଣା ହେଲା ବିଜେପି ଯୁବମୋର୍ଚ୍ଚା ଟିମ୍ ତାଲିକା

ଭୁବନେଶ୍ୱର: ବିଜେପିର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାସିସ ଆଚାର୍ଯ୍ୟ ଆଜି ଯୁବମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି।

ଯୁବ ମୋର୍ଚ୍ଚା ରାଜ୍ୟ ଉପସଭାପତି:

ବିଶ୍ୱଜିତ ଷଡଙ୍ଗୀ, ମାନସ କୁମାର ଦତ, ନିଳାଦ୍ରି ପାତ୍ର, କମଳେଶ ସାହା, ପ୍ରଫୁଲ ସ୍ୱାଇଁ

ଯୁବ ମୋର୍ଚ୍ଚା ରାଜ୍ୟ ସାଧାରଣ ସଂପାଦକ:

ଦୀପକ କୁମାର ଗୋଚ୍ଛାୟତ ଓ ଓମ୍ ପ୍ରକାଶ ମିଶ୍ର

ରାଜ୍ୟ ସଂପାଦକ:

ଶିବାନୀ ମାଝୀ, ସିଦ୍ଧାନ୍ତ ଗଙ୍ଗଦେବ, ପ୍ରିତେଶ ବହିଦାର, ରାଜଶ୍ରୀ ମହାନ୍ତି, ପ୍ରକାଶ ଦଳେଇ, ଅମୃତ ରଂଜନ ସ୍ୱାଇଁ, ଦିପଜ୍ୟୋତି ମୁଣ୍ଡ, ବିକ୍ରମ ବିଶ୍ୱାଳ

ଯୁବମୋର୍ଚ୍ଚା ରାଜ୍ୟ କୋଷାଧ୍ୟକ୍ଷ:

ସନ୍ତୋଷ ମହାପାତ୍ର

ରାଜ୍ୟ ସଂପାଦକ (କାର୍ଯ୍ୟାଳୟ):

ମନୋଜ ପଶ୍ଚିମକବାଟ

ବିଭିନ୍ନ ବିଭାଗର ରାଜ୍ୟ ସଂଯୋଜକ:

ଭକ୍ତବତ୍ସଳ ବସ୍ତିଆ, ସୂର୍ଯ୍ୟବଂଶୀ ସୂର୍ଯ୍ୟ ସ୍ଥିତପ୍ରଜ୍ଞ, ସୁଜିତ ସାହୁ, ସ୍ମୃତି ରଂଜନ ମିଶ୍ର, ସ୍ୱଦେଶ ସ୍ୱାଇଁ, ପ୍ରତୀକ୍ଷା ଆଚାର୍ଯ୍ୟ, ସଂଗ୍ରାମ କେଶରୀ ପାତ୍ର, ଦିନେଶ ଶର୍ମା, ହିଂମାଶୁ ପଣ୍ଡା, ହିତେଶ ସାହୁ, ଶିବ ଦିୱାନ, ଆଶିଷ ବରିସାଲ, ଅଭିଷେକ ସାମନ୍ତରାୟ, ନାରାୟଣ କର୍ମୀ, ରୂପେଶ ପଟେଲ, ଚନ୍ଦ୍ରକାନ୍ତ ଧଳ, ସୁବ୍ରତ କୁମାର ବିଶ୍ୱାଳ, ଆଶୁତୋଷ ବେହେରା, ସ୍ମରଜିତ ମହାନ୍ତି, ରାଣା ପୃଥ୍ୱୀରାଜ ସିଂ ଓ ରାଧାମାଧବ ପରିଡା

ଯୁବମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ:

ଶୁଭେନ୍ଦୁ ବ୍ରହ୍ମା, କାଳିପ୍ରସାଦ ମହାନ୍ତି, ଲକ୍ଷ୍ମଣ ତ୍ରିପାଠୀ, ପିନିଟି କ୍ରାନ୍ତି, ବିଶ୍ୱଜିତ ସିଂ, ଲଲାଟ ସାମଲ, ଅଭୟ ପାତ୍ର, ପ୍ରିୟଦର୍ଶିନୀ ଅର୍ଚ୍ଚନା ବାଗ ଯାଦବ, ସୁଧୀର କୁମାର ବ୍ରହ୍ମା, ସୁବାଶିଷ ସାହୁ, ରୋଶନ ସାହୁ, ସୁଧାଂଶୁ ଜେନା, ସଜୁ ସରକାର, ସୁମନ୍ତ ବେହେରା, ରାଜେନ୍ଦ୍ର ଗୌଡ, ସରୋଜ ଭଞ୍ଜ, ଯଜ୍ଞ ପ୍ରସାଦ ସାହୁ, ସ୍ୱଂୟ ସେବକ ରାୟ, ଅଭିଜିତ ମିଶ୍ର, ପ୍ରାଣବନ୍ଧୁ ଦାସ, ବାଜୁ ଶିକା, ଅଶ୍ୱିନୀ ସାହୁ, ସନ୍ତୋଷ କୁମାର ବିଶ୍ୱାଳ, ଅମରେନ୍ଦ୍ର ରଣସିଂହ, ସୁନୀଲ ସ୍ୱାଇଁ, ଉମେଶ ଖୋସଲା, ଅମୃତ ମହାନ୍ତି, ସିଦ୍ଧାର୍ଥ ରାଉତରାୟ, ସୌମ୍ୟ ରଂଜନ ଲେଙ୍କା, ସୁରଜ ପାଇକରାୟ

ଯୁବମୋର୍ଚ୍ଚା ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ:

ଫାଲଗୁନୀ ସବର, କିର୍ତି ରଂଜନ ପଟ୍ଟନାୟକ, ଦୀପକ କୁମାର ପ୍ରଧାନ, ଆନନ୍ଦ ରାମ, ଭାରତ ବିଶ୍ୱକର୍ମା, ସତ୍ୟରଂଜନ ଭୂୟାଁ, ପ୍ରକାଶ ମଲ୍ଲିକ, ପ୍ରଭୃଦତ ପଣ୍ଡା, ରାଜୁ ସାହୁ, ଅଂଶୁଳ ପଟେଲ, ରତନ କୁମାର ଦିଗଲ, ନରସିଂହ ସିଂ, ରବିନ୍ଦ୍ର କୁମାର ପୁହାଣଙ୍କୁ ମନୋନୀତ କରାଯାଇଛି ବୋଲି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଆଚାର୍ଯ୍ୟ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଘୋଷଣା କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ସତର୍କ ସୂଚନା: ଏହି ସବୁ ଜିଲ୍ଲାରେ ୨୧ ତାରିଖ ଯାଏଁ ସୃଷ୍ଟି ହେବ ଘନ କୁହୁଡି

ଭୁବନେଶ୍ବର: ୧୯ ତାରିଖ ରାତିରୁ ୨୧ ତାରିଖ ସକାଳ ଯାଏଁ ୧୦ ଟି ଜିଲ୍ଲାରେ ଘନ କୁହୁଡି ସୃଷ୍ଟି ହେବ। ୧୦ ଟି ଜିଲ୍ଲାରେ ଆସନ୍ତାକାଲି ଠାରୁ ଘନ କୁହୁଡି ସୃଷ୍ଟି ହେବା ନେଇ ସତର୍କ ସୂଚନା ମିଳିଛି। ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଏବଂ ନୟାଗଡ଼ ଜିଲ୍ଲାଗୁଡିକୁ ସତର୍କ ସୂଚନା ଦିଆଯାଇଛି।

ସେହିପରି ଆସନ୍ତା ୨୦ ତାରିଖ ରାତିରୁ ୨୧ ତାରିଖ ସକାଳ ୬ ଟା ଯାଏଁ ୬ ଟି ଜିଲ୍ଲାରେ ଘନ କୁହୁଡି ନେଇ ସତର୍କ ସୂଚନା ଦିଆଯାଇଛି। ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଏବଂ ବୌଦ୍ଧ  ଜିଲ୍ଲାରେ ଘନ କୁହିଡି ସୃଷ୍ଟି ହେବ। ଏନେଇ ଏସଆରସିଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଘନ କୁହୁଡି ଯୋଗୁଁ ଦୁର୍ଘଟଣା ସମ୍ଭାବନା ଥିବାରୁ ଜିଲ୍ଲାପାଳ ମାନଙ୍କୁ ଏସଆରସି ଚିଠି କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୩୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୦ ଜଣ, ଅନୁଗୁଳରୁ ୨୬, ବଲାଙ୍ଗୀରିରୁ ୨୬, ଝାରସୁଗୁଡାରୁ ୧୮, ବରଗଡରୁ ୧୭, କଟକରୁ ୧୫, ସମ୍ବଲପୁରରୁ ୧୪, ଯାଜପୁରରୁ ୧୨, ଖୋର୍ଦ୍ଧାରୁ ୧୧, ବାଲେଶ୍ବରରୁ ୧୦, ମୟୂରଭଞ୍ଜରୁ ୯, କେନ୍ଦ୍ରାପଡାରୁ ୬, ପୁରୀରୁ ୬, ଗଜପତିରୁ ୫, ନୂଆପଡ଼ାର ୫, ମାଲକାନାଗିରିରୁ ୪, ସୋନପୁରରୁ ୪, ଗଞ୍ଜାମରୁ ୩, ଭଦ୍ରକରୁ ୨, ବୌଦ୍ଧରୁ ୨, ଜଗତସିଂହପୁରରୁ ୨, ରାୟଗଡ଼ାରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୯ ହଜାର ୩୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୧୨୭ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୮୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୩ ଜଣ ଚିହ୍ନଟ ହୋଇଥିବାବେଳେ ୭୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୧୨୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୯ ହଜାର ୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୮୭  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୨ ଟି ଜିଲ୍ଲାରୁ ମୋଟ୍‌ ୧୭୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୦, ଅନୁଗୁଳରୁ ୪, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀରିରୁ ଜିଲ୍ଲାରୁ ୫,  କଟକରୁ ୪ ଜଣ, ଦେବଗଡ଼ରୁ ୨, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୩, ଯାଜପୁର ଜିଲ୍ଲାରୁ ୭, ଜଗତସିଂହପୁରରୁ ୨୩, କଳାହାଣ୍ଡିରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କୋରାପୁଟ ଜିଲ୍ଲାରୁ ୩, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ ଜଣ, ପୁରୀ ଜିଲ୍ଲାରୁ ୧୯ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁରରୁ ୨୪, ସୋନପୁର ଜିଲ୍ଲାରୁ ୨, ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୫୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ବଲାଙ୍ଗୀରିରୁ ଏବଂ  ସୁନ୍ଦରଗଡରୁ ୪୦ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବରଗଡରୁ ୨୫, ଅନୁଗୁଳରୁ ୨୦, କଟକରୁ ୧୭, ସମ୍ବଲପୁରରୁ ୧୪, ଝାରସୁଗୁଡ଼ାରୁ ୧୨, ଖୋର୍ଦ୍ଧାରୁ ୧୦, ପୁରୀରୁ ୧୦, କେନ୍ଦ୍ରାପଡାରୁ ୯, ମୟୂରଭଞ୍ଜରୁ ୯, ବାଲେଶ୍ବରରୁ ୮, କେନ୍ଦୁଝରରୁ ୭, ଯାଜପୁରରୁ ୬, ଭଦ୍ରକରୁ ୫, ଜଗତସିଂହପୁରରୁ ୪, ନୂଆପଡାରୁ ୪, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଞ୍ଜାମରୁ ୨, ସୋନପୁରରୁ ୨, କଳାହାଣ୍ଡିରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୯ ହଜାର ୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୯ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୧୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ କରୋନାରେ ମୃତ୍ୟୁବରଣ କଲେ ଆଉ ଦୁଇ ଜଣ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରୁ ଦୁଇ ଜଣ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରୁ ଆଉ ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ହୋଇଛି। ଖୋର୍ଦ୍ଧାର ୬୯ ବର୍ଷୀୟ ପୁରୁଷଙ୍କ ଏହି ମହାମାରୀ ଯୋଗୁଁ ମୃତ୍ୟୁ ହୋଇଥିବା ବେଳେ। ସୁନ୍ଦରଗଡର ଜଣେ ୫୦ ବର୍ଷୀୟ ପୁରୁଷଙ୍କ କୋରୋନଜନିତ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୯କୁ ବୃଦ୍ଧି ହୋଇଥିବା ବେଳେ ୩ ଲକ୍ଷ ୨୮ ହଜାର ୮୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ରାଜ୍ୟରେ ମୋଟ ୨ ହଜାର ୧୬୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ଏବଂ ମୋଟ ୧୮୯୭ ଜଣ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୮ ଜଣ ଚିହ୍ନଟ ହୋଇଥିବାବେଳେ ୭୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୮୩୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୬୬  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ ଟି ଜିଲ୍ଲାରୁ ମୋଟ୍‌ ୧୮୬ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୫, ଅନୁଗୁଳରୁ ୧୮, ବାଲେଶ୍ଵର ଜିଲ୍ଲାରୁ ୧୧ ଜଣ, ବରଗଡ଼ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀରିରୁ ଜିଲ୍ଲାରୁ ୮,  ବୌଦ୍ଧରୁ ୨, କଟକରୁ ୧୪ ଜଣ, ଦେବଗଡ଼ରୁ ୧, ଗଜପତି ଇଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁରରୁ ୧, ଯାଜପୁରରୁ ୮, ଝାରସୁଗୁଡା ଜିଲ୍ଲାରୁ ୩, କଳାହାଣ୍ଡିରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୩, କେନ୍ଦୁଝରରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨, ନୟାଗଡ ଜିଲ୍ଲାରୁ ୨, ନୂଆପଡ଼ା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୪ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁରରୁ ୨୦, ସୋନପୁର ଜିଲ୍ଲାରୁ ୪, ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୨୪, ବଲାଙ୍ଗୀରିରୁ ୨୩, ସୁନ୍ଦରଗଡରୁ ୨୩, କଟକରୁ ୧୭, ଖୋର୍ଦ୍ଧାରୁ ୧୬, ମୟୂରଭଞ୍ଜରୁ ୧୩, ଯାଜପୁରରୁ ୧୨, ବରଗଡରୁ ୧୦, ନୂଆପଡାରୁ ୧୦, ପୁରୀରୁ ୧୦, ଝାରସୁଗୁଡାରୁ ୯, ସମ୍ବଲପୁରରୁ ୯, କେନ୍ଦୁଝରରୁ ୬, କେନ୍ଦ୍ରାପଡାରୁ ୪, ଭଦ୍ରକରୁ ୩, ବାଲେଶ୍ବରରୁ ୨, ବୌଦ୍ଧରୁ ୨, ଦେବଗଡରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, ନୟାଗଡରୁ ୨, ସୋନପୁରରୁ ୨, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କୋରାପୁଟରୁ ୧ ଏବଂ ଷ୍ଟେଟପୁଲରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୮୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୭୬୩ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୮୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୭ ଜଣ ଚିହ୍ନଟ ହୋଇଥିବାବେଳେ ୯୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୭୬୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୬୨୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୯୨  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୨୨୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଅନୁଗୁଳରୁ ୨୮, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୨୨ ଜଣ, ଭଦ୍ରକ ଜିଲ୍ଲାରୁ ୫, ବଲାଙ୍ଗୀରିରୁ ଜିଲ୍ଲାରୁ ୩,  ବୌଦ୍ଧରୁ ୩, କଟକରୁ ୧୮ ଜଣ, ଦେବଗଡ଼ରୁ ୧, ଗଜପତି ଇଲ୍ଲାରୁ ୩, ଜଗତସିଂହପୁରରୁ ୧, ଯାଜପୁରରୁ ୯, ଝାରସୁଗୁଡା ଜିଲ୍ଲାରୁ ୨୩, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ୮, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ସମ୍ବଲପୁରରୁ ୨୧, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୨୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୦, ମୟୂରଭଞ୍ଜରୁ ୧୯, ବଲାଙ୍ଗୀରିରୁ ୧୫, ଖୋର୍ଦ୍ଧାରୁ ୧୪, କେନ୍ଦ୍ରାପଡାରୁ ୧୦, ସମ୍ବଲପୁରରୁ ୧୦, ବରଗଡରୁ ୯, ଝାରସୁଗୁଡାରୁ ୯, ଅନୁଗୁଳରୁ ୮, ଯାଜପୁରରୁ ୮, କଟକରୁ ୬, କେନ୍ଦୁଝରରୁ ୬, ଜଗତସିଂହପୁରରୁ ୫, ଗଞ୍ଜାମରୁ ୩, ବାଲେଶ୍ବରରୁ ୨, ଭଦ୍ରକରୁ ୨, କଳାହାଣ୍ଡିରୁ ୨, ନବରଙ୍ଗପୁରରୁ ୨, ସୋନପୁରରୁ ୨, କୋରାପୁଟରୁ ୧, ନୟାଗଡରୁ ୧, ନୂଆପଡ଼ାରୁ ଏବଂ ଷ୍ଟେଟପୁଲରୁ ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୬୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୫୪୧ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୭୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ କରୋନାରେ ମୃତ୍ୟୁବରଣ କଲେ ଆଉ ଜଣେ ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାର ଏହି ଆକ୍ରାନ୍ତ ଜଣଙ୍କ ୭୦ ବର୍ଷ ବୟସରେ ମୃତ୍ୟୁ ବରଣ କରିଛନ୍ତି। ଆଜିର ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ୧୮୯୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୫୪୧କୁ ବୃଦ୍ଧି ହୋଇଥିବା ବେଳେ ୩ ଲକ୍ଷ ୨୮ ହଜାର ୪୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ରାଜ୍ୟରେ ମୋଟ ୨ ହଜାର ୧୪୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ଏବଂ ମୋଟ ୧୮୯୫ ଜଣ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୨ ଜଣ ଚିହ୍ନଟ ହୋଇଥିବାବେଳେ ୮୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୫୪୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୪୫୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୪୧  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୪ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୫ ଟି ଜିଲ୍ଲାରୁ ମୋଟ୍‌ ୨୧୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡରୁ ଜିଲ୍ଲାରୁ ୩୦, ଅନୁଗୁଳରୁ ୨୪, ବାଲେଶ୍ଵର ଜିଲ୍ଲାରୁ ୯ ଜଣ, ବରଗଡ଼ ଜିଲ୍ଲାରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୨, ବଲାଙ୍ଗୀରିରୁ ଜିଲ୍ଲାରୁ ୭,  କଟକରୁ ୧୪ ଜଣ, ଦେବଗଡ଼ରୁ ୧, ଢେଙ୍କାନାଳ ଜିଲ୍ଲାରୁ ୨, ଗଜପତି ଇଲ୍ଲାରୁ ୫, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁରରୁ ୪, ଯାଜପୁରରୁ ୯, ଝାରସୁଗୁଡା ଜିଲ୍ଲାରୁ ୧୩, କଳାହାଣ୍ଡିରୁ ୪, କେନ୍ଦ୍ରାପଡା ଜିଲ୍ଲାରୁ ୨, କେନ୍ଦୁଝରରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୩ ଜଣ, ମାଲକାନଗିରି ଜିଲ୍ଲାରୁ ୮, ମୟୁରଭଞ୍ଜ ଜିଲ୍ଲାରୁ ୮ ଜଣ, ନୂଆପଡ଼ା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୧୦ ଜଣ, ରାୟଗଡା ଜିଲ୍ଲାରୁ ୭, ସମ୍ବଲପୁରରୁ ୧୬, ସୋନପୁର ଜିଲ୍ଲାରୁ ୧ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୧ ଜଣ ଚିହ୍ନଟ ହୋଇଥିବାବେଳେ ୯୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୩୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୨୭୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୧୩  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୫ ଟି ଜିଲ୍ଲାରୁ ମୋଟ୍‌ ୨୨୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡରୁ ଜିଲ୍ଲାରୁ ୩୮, ସମ୍ବଲପୁରରୁ ୧୫, ଅନୁଗୁଳରୁ ୧୫, ବାଲେଶ୍ଵର ଜିଲ୍ଲାରୁ ୧୪ ଜଣ, ବରଗଡ଼ ଜିଲ୍ଲାରୁ ୧୬ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରିରୁ ଜିଲ୍ଲାରୁ ୧୬,  କଟକରୁ ୩ ଜଣ, ଦେବଗଡ଼ରୁ ୫, ଗଜପତି ଇଲ୍ଲାରୁ ୪, ଜଗତସିଂହପୁରରୁ ୨, ଯାଜପୁରରୁ ୫, ଝାରସୁଗୁଡା ଜିଲ୍ଲାରୁ ୧୫, କଳାହାଣ୍ଡିରୁ ୬, କନ୍ଧମାଳରୁ ୧, କେନ୍ଦୁଝରରୁ ୧୧, ଖୋର୍ଦ୍ଧା ଜିଲ୍ଲାରୁ ୧୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନୟାଗଡ ଜିଲ୍ଲାରୁ ୨, ନୂଆପଡ଼ା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ରାୟଗଡା ଜିଲ୍ଲାରୁ ୩, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୨୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୩୬, ସୁନ୍ଦରଗଡରୁ ୩୪, ଅନୁଗୁଳରୁ ୨୮, ବରଗଡରୁ ୧୫, ଖୋର୍ଦ୍ଧାରୁ ୧୩, ପୁରୀରୁ ୧୩, ନୂଆପଡ଼ାରୁ ୧୦, ଯାଜପୁରରୁ ୯, ବାଲେଶ୍ବରରୁ ୮, କେନ୍ଦ୍ରାପଡାରୁ ୮, ଝାରସୁଗୁଡାରୁ ୭, ମୟୂରଭଞ୍ଜରୁ ୭, ବଲାଙ୍ଗୀରିରୁ ୬, କୋରାପୁଟରୁ ୫, କଟକରୁ ୪, କେନ୍ଦୁଝରରୁ ୪, ବୌଦ୍ଧରୁ ୩, ଗଞ୍ଜାମରୁ ୩, ଜଗତସିଂହପୁରରୁ ୩, କନ୍ଧମାଳରୁ ୩, ଢେଙ୍କାନାଳରୁ ୨, ସୋନପୁରରୁ ୨, ଭଦ୍ରକରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୨୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୧୦୬ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୮୯୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୫୧ ଜଣ ଚିହ୍ନଟ ହୋଇଥିବାବେଳେ ୧୦୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୮୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୭ ହଜାର ୮୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୧୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୨୬୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡରୁ ଜିଲ୍ଲାରୁ ୩୧, ଅନୁଗୁଳରୁ ୨୧, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୧୯ ଜଣ, ଭଦ୍ରକ ଜିଲ୍ଲାରୁ ୬, ବଲାଙ୍ଗୀରିରୁ ଜିଲ୍ଲାରୁ ୯, ବୌଦ୍ଧ ଜିଲ୍ଲା ରୁ ୨ ଜଣ, କଟକରୁ ୨୪ ଜଣ, ଦେବଗଡ଼ରୁ ୪, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଇଲ୍ଲାରୁ ୧୮, ଗଞ୍ଜାମ ଜିଲ୍ଲାରୁ ୫, ଜଗତସିଂହପୁରରୁ ୧, ଯାଜପୁରରୁ ୯, ଝାରସୁଗୁଡା ଜିଲ୍ଲାରୁ ୧୫, କଳାହାଣ୍ଡିରୁ ୮, କନ୍ଧମାଳରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୨, କେନ୍ଦୁଝରରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୧୧ ଜଣ, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୧୯, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୬୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୪୧, ଅନୁଗୁଳରୁ ୩୧, ସମ୍ବଲପୁରରୁ ୨୬, ନୂଆପଡାରୁ ୨୬, ସୁନ୍ଦରଗଡରୁ ୧୯, ବାଲେଶ୍ବରରୁ ୧୫, ଯାଜପୁରରୁ ୧୫, ମୟୂରଭଞ୍ଜରୁ ୧୫, ବରଗଡରୁ ୧୪, ଝାରସୁଗୁଡାରୁ ୧୪, ଖୋର୍ଦ୍ଧାରୁ ୧୪, କେନ୍ଦ୍ରାପଡାରୁ ୧୦, ବଲାଙ୍ଗୀରିରୁ ୧୩, କେନ୍ଦ୍ରାପଡାରୁ ୧୦, ଜଗତସିଂହପୁରରୁ ୫, ଗଞ୍ଜାମରୁ ୩, କଳାହାଣ୍ଡିରୁ ୨, ନୟାଗଡରୁ ୨, ସୋନପୁରରୁ ୨, ମାଲକାନାଗିରିରୁ ୧ ଏବଂ ଷ୍ଟେଟପୁଲରୁ ୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୭ ହଜାର ୮୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୬୦୨ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୮୫୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।