ଆଜିର ଖବର ଓମଫେଡ ଚାଷୀଙ୍କ ପାଇଁ କୋଭିଡ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର: କରୋନା କାଳରେ ରାଜ୍ୟରେ କ୍ଷତିଗ୍ରସ୍ତ ହୋଇଥିବା ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧ ଚାଷୀଙ୍କ ପାଇଁ…