ଆଜିର ଖବର ବିଦେଶରେ ଓଡିଆ ଶ୍ରମିକଙ୍କୁ ନିର୍ଯ୍ୟାତନା ଅଭିଯୋଗ: ବାଲୁଗାଁ ଶ୍ରମ ଅଧିକାରୀଙ୍କ ଦ୍ଵାରସ୍ଥ ହେଲେ ପରିବାର ସୀତାରାମ ଅଗ୍ରୱାଲ ବାଣପୁର: ପୁଣି ବିଦେଶରେ ଓଡ଼ିଆ ଶ୍ରମିକଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। ଶ୍ରମିକଙ୍କୁ କମ୍ପାନୀ ଶ୍ରମ କରାଉଥିଲେ ମଧ୍ୟ ମାସ ମାସ ଧରି ଦରମା ଦେଉନଥିବା…