ବିଶେଷ ଖବର ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ପାଇଁ ମଂଜୁର ହେଲା ୫୩୩ କୋଟି ଟଙ୍କା, ଜାଣନ୍ତୁ କେଉଁ ଜିଲ୍ଲାକୁ କେତେ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା, ଅର୍ଥ ବିଭାଗ…