ଆଜିର ଖବର ଓଡ଼ିଆଭାଷା ଉପରେ ଝାଡଖଣ୍ଡ ଓ ଆନ୍ଧ୍ରର ଆକ୍ରମଣ: ସୁରକ୍ଷା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଭୁବନେଶ୍ୱର: ଝାଡ଼ଖଣ୍ଡ ରାଜ୍ୟରେ ଓଡ଼ିଆଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ଦିଆଯାଇଥିଲା। ୨୦୧୧ ମସିହା ସେପ୍ଟେମ୍ବର ୧୧ ତାରିଖରୁ ଝାଡ଼ଖଣ୍ଡ ସରକାର ଓଡ଼ିଆ ସମେତ ସାନ୍ତାଳୀ, ବଙ୍ଗାଳୀ ଓ…