ଓଡ଼ିଶା ଦୁଗ୍ଧଚାଷୀ ମହାସଂଘ

ଭୁବନେଶ୍ୱର: ଓମ୍‌ଫେଡ଼ ଦ୍ୱାରା ନିର୍ମିତ ଅତ୍ୟାଧୁନିକ ଜ୍ଞାନକୌଶଳରେ ବିକଶିତ ଅଲଟ୍ରା ମଡ଼ର୍ଣ୍ଣ ମେଗା ଦୁଗ୍ଧ ପ୍ରକ୍ରିୟାକରଣ କାରଖାନାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ କଟକ ଜିଲ୍ଲାର ଅରିଲୋ ଗ୍ରାମରେ ଉଦ୍‌ଘାଟିତ…