ଆଜିର ଖବର ଔଷଧପତ୍ର ପ୍ରସ୍ତୁତି କ୍ଷେତ୍ରରେ ପ୍ରଥମ ବୈଶ୍ୱିକ ଶିଖର ସମ୍ମିଳନୀ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଥମ ବିଶ୍ୱ ଔଷଧ ପ୍ରସ୍ତୁତି ଶିଖର ସମ୍ମିଳନୀକୁ ଉଦ୍ଘାଟନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ ମଧ୍ୟ ଏହି ଅବସରରେ…