ଜାତୀୟ ଖବର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ: କୋଭିଡ ସମେତ ସମସ୍ତ ଔଷଧପତ୍ର ମହଜୁଦ ରଖିବାକୁ ନିର୍ଦ୍ଦେଶ ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ, ପରିବାର କଲ୍ୟାଣ, ରସାୟନ ଓ ସାର ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ ଦେଶର କୋଭିଡ ପରିଚାଳନା ପାଇଁ ଔଷଧପତ୍ର ଉପଲବ୍ଧତା ସହ ଉତ୍ପାଦନ…