ଆଜିର ଖବର ଆସନ୍ତାକାଲି କଂଗ୍ରେସର ବନ୍ଦ ଡାକରା: ରାଜ୍ୟରେ ସମସ୍ତ ସ୍କୁଲ ରହିବ ବନ୍ଦ ଭୁବନେଶ୍ବର: ଆସନ୍ତାକାଲି କଂଗ୍ରେସ ପକ୍ଷରୁ ରାଜ୍ୟରେ ବନ୍ଦ ଡାକରା ଦିଆଯାଇଛି। ପେଟ୍ରୋଲ ଓ ଡିଜେଲ ଦାମ ବୃଦ୍ଧି ପ୍ରତିବାଦରେ ସମଗ୍ର ରାଜ୍ୟରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯିବ।…