ଆଜିର ଖବର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତରେ ବିଜେପିରେ ସାମିଲ ହେଲେ କଂଗ୍ରେସ ପ୍ରାର୍ଥୀନୀ ଏବଂ ଶତାଧିକ କର୍ମୀ ଭୁବନେଶ୍ୱର: ପରଜଙ୍ଗ ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତ୍ରୀ ଯଶସ୍ୱନୀ ରାଉତ ଏବଂ ତାଙ୍କ ସମର୍ଥକମାନେ ବିଜେପିରେ ସାମିଲ ହୋଇଛନ୍ତି। ଶ୍ରୀମତୀ ରାଉତ ୨୦୧୯ ସାଧାରଣ ନିର୍ବାଚନରେ ପରଜଙ୍ଗ ନିର୍ବାଚନ…