ଜାତୀୟ ଖବର ଚଳିତ ବର୍ଷ ରାବଣ ସାଙ୍ଗକୁ ଜଳିବ ୩୦ ଫୁଟର ‘କକ୍ରୋଚ୍’ ନୂଆଦିଲ୍ଲୀ: ଚଳିତ ବର୍ଷ ଦେଶର ରାଜଧାନୀରେ ପାଳିତ ହେବାକୁ ଥିବା ରାମଲୀଳା ମହୋତ୍ସବରେ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିବ। ରାବଣ, କୁମ୍ଭକର୍ଣ୍ଣ ଏବଂ ମେଘନାଦଙ୍କ ସହିତ…