ଅନ୍ତରାଷ୍ଟ୍ରୀୟ ବାଂଲାଦେଶ କକ୍ସ ବଜାର ରିସର୍ଟରେ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୬ ଜଣଙ୍କ ସମେତ ୧୦ ମୃତ ଢାକା: ବାଂଲାଦେଶର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ କକ୍ସ ବଜାର ଜିଲ୍ଲାରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି । ସମୁଦ୍ର କୂଳରେ ଥିବା ଏକ ରିସର୍ଟରେ ହଠାତ୍ ଭୀଷଣ…