କଟକଣା ହେଲା କଡାକଡି

ଭୁବନେଶ୍ବର: କରୋନାର ଦ୍ଵିତୀୟ ଲହର ଏବେ ଭୟଙ୍କର ରୂପ ନେଉଛି। ସଂକ୍ରମଣ ସଂଖ୍ୟା ଅହେତୁକ ଭାବେ ବଢିଚାଲିଛି। ଏହାକୁ ନେଇ ରାଜ୍ୟ ସରକାର ତତ୍ପରତା ଦେଖାଉଥିବା ବେଳେ…