ରାଜ୍ୟ ଖବର ୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ କଟକ: କଟକର ଐତିହାସିକ ବାଲିଯାତ୍ରା ତଳ ପଡ଼ିଆରେ ସେପ୍ଟେମ୍ବର ୧୮ରୁ ୨୮ ତାରିଖ ପର୍ଯ୍ୟନ୍ତ ‘କଟକ-ଆନ୍ତର୍ଜାତିକ ବାଣିଜ୍ୟମେଳା’ ଆୟୋଜିତ ହେବାକୁ ଯାଉଛି। ୧୧ ଦିନ ଧରି ଚାଲିବାକୁ…