ଅପରାଧ ବାଣପୁର ଗମ୍ଭାରୀମୁଣ୍ଡାରେ ଜଘନ୍ୟ ହତ୍ୟାକାଣ୍ଡ: ସ୍ତ୍ରୀକୁ କଟୁରୀରେ ହାଣି ଖଣ୍ଡ ଖଣ୍ଡ କଲା ସ୍ୱାମୀ ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଝରିଆଟାଙ୍ଗୀ ଗ୍ରାମରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ। ଜଣେ ମହିଳାଙ୍କୁ କଟୁରୀରେ ହାଣି ହତ୍ୟା କରିଥିବା…