ଆଜିର ଖବର ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର ପୁରୀ: ପୁରୀ ଜିଲ୍ଲା କଣାସ ଥାନା ଅଞ୍ଚଳରେ ଜଣେ ୧୮ ବର୍ଷୀୟ ଯୁବକଙ୍କୁ ଛୁରାମାଡ଼ ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। କଣାସ-ଡେଲାଙ୍ଗ ରାସ୍ତାରେ ଯାଉଥିବା ବେଳେ ତ୍ରିଲୋଚନପୁର…