କଣ୍ଟେନର ନିର୍ମାଣ ପ୍ରୋତ୍ସାହନ ଯୋଜନା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ୧୦,୦୦୦ କୋଟି ଟଙ୍କାର ବଜେଟ୍ ବ୍ୟୟବରାଦ ସହିତ କଣ୍ଟେନର ନିର୍ମାଣ ପ୍ରୋତ୍ସାହନ ଯୋଜନା (ସିଏମପିଏସ)କୁ ଅନୁମୋଦନ…