ଆଞ୍ଚଳିକ କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକ ବାଟଗାଁ ଉପକଣ୍ଠସ୍ଥ କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ଏକ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର ଆୟୋଜିତ ହୋଇଯାଇଅଛି। ପ୍ରଧାନ ଶିକ୍ଷକ…