କନିଷ୍ଠ ଜାତୀୟ ହକି ଚାମ୍ପିଅନସିପ

ଭୁବନେଶ୍ଵର: ୧୫ତମ କନିଷ୍ଠ ଜାତୀୟ ହକି ଚାମ୍ପିଅନସିପର ପୁରୁଷ ବିଭାଗରେ ରୌପ୍ୟ ପଦକ ଜିତିଥିବା ଓଡ଼ିଶା ହକି ଦଳକୁ ଗତକାଲି କ୍ରୀଡାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଭୁବନେଶ୍ବର ଠାରେ…