ଅପରାଧ କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୩ ଦୁର୍ଦ୍ଦାନ୍ତ ମାଓବାଦୀ କନ୍ଧମାଳ: କନ୍ଧମାଳ ପୁଲିସ ନିକଟରେ ୩ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଦକ୍ଷିଣାଞ୍ଚଳ ଆଇଜି ନୀତି ଶେଖର ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।…