ଆଜିର ଖବର ପରୀକ୍ଷାରେ ରଚନା ପଡିଥିଲା ‘କଫିଚାଷ’, ପିଲାଟିକୁ ଦିଶିଲା ‘କପିଚାଷ’, ତାପରେ.. ପରୀକ୍ଷକ ପରୀକ୍ଷାର୍ଥୀମାନଙ୍କ ଓଡିଆ ଉତ୍ତର ଖାତା ମୂଲ୍ୟାୟନ କରୁଥିବା ବେଳେ ଜଣେ ପରୀକ୍ଷାର୍ଥୀଙ୍କ ଖାତାରେ ଲେଖାଥିବା ରଚନା ପଢି ଆଶ୍ଚର୍ଯ୍ୟ ହୋଇଗଲେ। ପ୍ରଶ୍ନପତ୍ରରେ ରଚନା ପଡିଥିଲା “କଫିଚାଷ”।…