ଆଜିର ଖବର କବିସୂର୍ଯ୍ୟ ଜୀବନୀ ଆଧାରିତ ନାଟକ ଲୋକାର୍ପିତ ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବରିଷ୍ଠ ସାହିତ୍ୟିକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରଚିତ କବିସୂର୍ଯ୍ୟ ବଳଦେବ ରଥଙ୍କ ଜୀବନୀ ଆଧାରିତ ପୁସ୍ତକ “ଧନ୍ୟ ରଥେ ତୁମ୍ଭ ଜନ୍ମ…