ଆଜିର ଖବର କବି ଶଙ୍କର ପରିଡ଼ାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି, ‘ସଂଗଠନ ଓ ସାହିତ୍ୟ କ୍ଷେତ୍ରରେ ନେତୃତ୍ୱ ପାଇଁ ସ୍ମରଣୀୟ ରହିବେ’ ଭୁବନେଶ୍ୱର: ରାଜନୀତିରେ ମୂଲ୍ୟବୋଧ ଓ ସ୍ୱଚ୍ଛତା ସାଙ୍ଗକୁ ସାହିତ୍ୟରେ ଯୁବଲେଖକମାନଙ୍କୁ ପ୍ରେରଣା ଦେବାରେ ରାଜନେତା ତଥା କବି ଶଙ୍କର ପରିଡ଼ା ସ୍ମରଣୀୟ ରହିବେ । ଆଜି ଗୀତଗୋବିନ୍ଦ…