ଆଜିର ଖବର 30 ପ୍ରତିଶତ କମିବ CBSE ସିଲାବସ, ନବମରୁ ଦ୍ବାଦଶ ଶ୍ରେଣୀ ଯାଏଁ ଛାତ୍ରଛାତ୍ରୀଙ୍କ ପାଇଁ ସରକାର ନେଲେ ନିଷ୍ପତ୍ତି ନୂଆଦିଲ୍ଲୀ, କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ CBSE ନବମରୁ ଦ୍ବାଦଶ ଶ୍ରେଣୀ ଯାଏଁ ଥିବା ପାଠ୍ୟକ୍ରମରେ ଚଳିତ ବର୍ଷ ପାଇଁ 30 ପ୍ରତିଶତ ହ୍ରାସ କରିଛି। କେନ୍ଦ୍ର…