ଆଜିର ଖବର ସାଇବର ଠକେଇ: ୪ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ ଭୁବନେଶ୍ୱର: କୋଟି କୋଟି ଟଙ୍କା ସାଇବର ଠକେଇ ଅଭିଯୋଗରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଭୁବନେଶ୍ୱର ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ।…