ଆଜିର ଖବର ରେଳବାଇ ଭର୍ତ୍ତି ବୋର୍ଡ (ଆରଆରବି) ପରୀକ୍ଷା ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଭୁବନେଶ୍ବର: ରେଳବାଇ ନିଯୁକ୍ତି ବୋର୍ଡ (ଆରଆରବି) ପରୀକ୍ଷା ପାଇଁ ତଥା ଆଶାୟୀ ପରୀକ୍ଷାର୍ଥୀମାନଙ୍କ ସୁବିଧା ପାଇଁ ରେଳବାଇ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଛି।…