ଆଜିର ଖବର ଆନ୍ଧ୍ର ପ୍ରଦେଶ ରାଜ୍ୟପାଳଙ୍କୁ କମ୍ରେଡ଼ ବନମାଳୀ ଜେନା ସ୍ମୃତି ସମ୍ମାନ ପ୍ରଦାନ ଭୁବନେଶ୍ୱର: କମ୍ରେଡ଼ ବନମାଳୀ ଜେନା ଜନ୍ମ ଶତବାର୍ଷିକୀ ଉପଲକ୍ଷେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ କମ୍ରେଡ଼ ବନମାଳୀ ଜେନା ସ୍ମୃତି ସମ୍ମାନ ପ୍ରଦାନ କରାଯାଇଛି। ସ୍ମୃତି…