ଆଜିର ଖବର କରାଚୀରେ ବଡ଼ ଆତଙ୍କୀ ହମଲା : ଆତ୍ମଘାତୀ ବିସ୍ଫୋରଣ ପରେ ଗୁଳିବର୍ଷା ଜାରି କରାଚୀ: ପାକିସ୍ତାନର କରାଚୀ ସହରରେ ଶନିବାର ରାତିରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ଘଟିଛି। ଗୁଲିସ୍ତାନ-ଏ-ଜୋହର ଅଞ୍ଚଳରେ ଥିବା ଅର୍ଦ୍ଧସାମରିକ ବାହିନୀ ଫ୍ରଣ୍ଟିଅର କୋର୍ପ (Frontier Corps)…