ଆଞ୍ଚଳିକ କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ବ୍ରହ୍ମପୁର: କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଛି। ବ୍ରହ୍ମପୁର ସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ସଲିଡାରିଟି ଫର୍ ଡେଭଲପିଂ…