ବିଶେଷ ଖବର କରୋନାର କରୁଣ ଚିତ୍ର: ଦ୍ୱିତୀୟ ଲହରକୁ ପ୍ରତିହତ କରିବାକୁ ହେଲେ ସତର୍କ ଓ ସଚେତନ ନିହାତି ଅପରିହାର୍ଯ୍ୟ ଭୁବନେଶ୍ବର: ସାରା ବିଶ୍ୱରେ ଏବେ ଦେଖାଦେଇଛି ମହାମାରୀ କରୋନାର ଦ୍ୱିତୀୟ ଲହର। କରୋନାର ପ୍ରଥମ ଲହର ଠାରୁ ଏହା ବେଶୀ ଭୟଙ୍କର। ୨୦୨୦ ମସିହା ଫେବୃୟାରୀରୁ ଦେଖାଦେଇଥିବା…