ଆଜିର ଖବର ରାଜ୍ୟରେ ଗତ 24 ଘଣ୍ଟାରେ ସର୍ବାଧିକ କରୋନା ଟେଷ୍ଟ ଭୁବନେଶ୍ବର: ଗତ 24 ଘଣ୍ଟାରେ ରାଜ୍ୟରେ ସର୍ବାଧିକ କରୋନା ଟେଷ୍ଟ ହୋଇଛି। ଗୋଟି ଦିନରେ ସର୍ବାଧିକ 47 ହଜାର 887 ଟେଷ୍ଟ ହୋଇଥିବା ନେଇ ସୂଚନା ଦେଇଛନ୍ତି…